ଟ୍ରକ-କାର ଧକ୍କା, ୨ ମୃତ

ବଲାଙ୍ଗିର: ବଲାଙ୍ଗିର ଆରଟିଓ  ଅଫିସ୍‌ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ-କାର ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତ୍ତି କରାଯାଇଛି।

accident

Rakesh Mallick
  • Published: Saturday, 08 July 2017
  • , Updated: 08 July 2017, 01:38 PM IST

Related story