ପାଟଣାଗଡ଼ (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଲଥାଚେନ୍ ଗାଁ ନିକଟରେ ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।
ବାଲି ପାଇଁ ନଦୀକୁ ଯିବା ବେଳେ ଟ୍ରାକ୍ଟର ଓଲଟିବାରୁ ଏହି ଦୁର୍ଘଟଣା ଘଟିଛି। ଆହତ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।