୨ଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୩ ମୃତ, ୭ ଗୁରୁତର

ବାଲେଶ୍ୱର/ନୟାଗଡ଼: ବାଲେଶ୍ୱର ଓ ନୟାଗଡ଼ ଜିଲ୍ଲାର ଦୁଇଟି ସ୍ଥାନରେ ପୃଥକ ପୃଥକ ଦୁର୍ଘଟଣା ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବାଲେଶ୍ୱର ଜିଲ୍ଲା ସୋର ନିକଟ ମଇତାପୁରଠାରେ ଦୁଇଟି ବାଲି ବୋଝେଇ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ୪ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେହିପରି ନୟାଗଡ଼ […]

accident

accident

Rakesh Mallick
  • Published: Tuesday, 20 June 2017
  • Updated: 20 June 2017, 02:15 PM IST

Sports

Latest News

ବାଲେଶ୍ୱର/ନୟାଗଡ଼: ବାଲେଶ୍ୱର ଓ ନୟାଗଡ଼ ଜିଲ୍ଲାର ଦୁଇଟି ସ୍ଥାନରେ ପୃଥକ ପୃଥକ ଦୁର୍ଘଟଣା ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

ବାଲେଶ୍ୱର ଜିଲ୍ଲା ସୋର ନିକଟ ମଇତାପୁରଠାରେ ଦୁଇଟି ବାଲି ବୋଝେଇ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ୪ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି।

ସେହିପରି ନୟାଗଡ଼ ଜିଲ୍ଲା ନୂଆଗାଁ ନିକଟ ୫୭ ନମ୍ବର ଜାତୀୟ ରାଜପଥରେ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ମୃତ ଓ ଆହତ ସମସ୍ତଙ୍କ ଘର ପୁରୀ ଜିଲ୍ଲା ଅଞ୍ଚଳରେ।  ଆହତଙ୍କୁ ପ୍ରଥମେ ନୟାଗଡ଼ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। କାରଟି ନିୟନ୍ତ୍ରଣ ହରାଇ ଏକ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story