ଓଲଟିଲା ପିକ୍ଅପ୍ ଭ୍ୟାନ୍‌: ୩ ମୃତ

<p>କେନ୍ଦ୍ରାପଡ଼ା( ପ୍ରଭାତ ପରିଡ଼ା): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ମଙ୍ଗଳପୁର ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକ୍ ଅପ୍ ଭ୍ୟାନ ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p> <p>ପିକ ଅପ୍ ଭ୍ୟାନରେ ଶ୍ରମିକମାନେ ପଟ୍ଟାମୁଣ୍ଡାଇକୁ ଯାଉଥିଲେ।</p>

Ordigital Desk
  • Published: Tuesday, 10 July 2018
  • Updated: 10 July 2018, 12:47 PM IST

Sports

Latest News

<p>କେନ୍ଦ୍ରାପଡ଼ା( ପ୍ରଭାତ ପରିଡ଼ା): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ମଙ୍ଗଳପୁର ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକ୍ ଅପ୍ ଭ୍ୟାନ ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p><p>ପିକ ଅପ୍ ଭ୍ୟାନରେ ଶ୍ରମିକମାନେ ପଟ୍ଟାମୁଣ୍ଡାଇକୁ ଯାଉଥିଲେ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos