ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ,ଜଣେ ଆହତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ସଦର ଅନ୍ତର୍ଗତ ତେନ୍ତୁଳିଖୁଣ୍ଟିରେ ଆଜି ସକାଳେ ଏକ ବାଇକ୍‌କୁ ଗୋଟିଏ ଟ୍ରକ୍ ପଛପଟୁ ଧକ୍କା ଦେବା ଫଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଆହତ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ଫଳରେ ଭବାନୀପାଟଣା-ବଲାଙ୍ଗିର ଓ ଜୟପୁର ମଧ୍ୟରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

accident

accident

Rakesh Mallick
  • Published: Sunday, 05 March 2017
  • Updated: 05 March 2017, 09:09 AM IST

Sports

Latest News

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ସଦର ଅନ୍ତର୍ଗତ ତେନ୍ତୁଳିଖୁଣ୍ଟିରେ ଆଜି ସକାଳେ ଏକ ବାଇକ୍‌କୁ ଗୋଟିଏ ଟ୍ରକ୍ ପଛପଟୁ ଧକ୍କା ଦେବା ଫଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଆହତ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ଫଳରେ ଭବାନୀପାଟଣା-ବଲାଙ୍ଗିର ଓ ଜୟପୁର ମଧ୍ୟରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos