ବାଲି ବୋଝେଇ ଟ୍ରକ୍‌ ଧକ୍କାରେ ଯୁବକ ମୃତ: ଉତ୍ତେଜନା

କଟକ (ଓଡ଼ିଶା ରିପୋର୍ଟର): କଟକରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି। ଯୁବକ ଜଣକ ଢେଙ୍କାନାଳ ଲକ୍ଷ୍ମୀପୂଜା ଦେଖି ଫେରୁଥିବା ବେଳେ ବୟାଳିସି ମୌଜାଠାରେ ବାଲି ବୋଝେଇ ହାଇୱା ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଘଟଣାରେ ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ପ୍ରେସ ଛକରେ ରାସ୍ତା ରୋକ କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ […]

Rakesh Mallick
  • Published: Thursday, 12 October 2017
  • Updated: 12 October 2017, 10:17 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି। ଯୁବକ ଜଣକ ଢେଙ୍କାନାଳ ଲକ୍ଷ୍ମୀପୂଜା ଦେଖି ଫେରୁଥିବା ବେଳେ ବୟାଳିସି ମୌଜାଠାରେ ବାଲି ବୋଝେଇ ହାଇୱା ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଘଟଣାରେ ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ପ୍ରେସ ଛକରେ ରାସ୍ତା ରୋକ କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝି କରିଥିଲା। ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story