ରୁପ୍ସାରେ ସଡ଼କ ଦୁର୍ଘଟଣା, ୩ ମୃତ

ବାଲେଶ୍ୱର(ଓଡିଶା ରିପୋର୍ଟର): ବାଲେଶ୍ୱରରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଶନିବାର ସକାଳେ ୧୬ ନମ୍ବର ଜାତୀୟ ରାଜପଥର ରୁପ୍ସା ନିକଟରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତାହତମାନେ ପଶ୍ଚିମବଙ୍ଗ ରାଜ୍ୟର ବୋଲି ଜଣାପଡିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

by

Rakesh Mallick
  • Published: Saturday, 02 June 2018
  • , Updated: 02 June 2018, 04:53 PM IST

Related story