ଟ୍ରକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ପୁଅ ମୃତ, ମାଆ ଗୁରୁତର

Ordigital Desk
  • Published: Sunday, 04 March 2018
  • , Updated: 04 March 2018, 12:40 PM IST
<p>ବାରିପଦା(ଓଡ଼ିଶା ରିପୋର୍ଟର): ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ ରଘୁନାଥପୁରରେ ଏକ ଦୁଃଖଦ ଘଟଣା ଘଟିଛି। ଟ୍ରକ୍&zwnj; ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ପୁଅର ମୃତ୍ୟୁ ହୋଇଥିବା ବେଳେ ମାଆ ଗୁରୁତର ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ଆହତଙ୍କୁ ନେବା ପାଇଁ ଆମ୍ବୁଲାନ୍ସ ଆସିବାରେ ବିଳମ୍ବ କରିବାରୁ ଉତ୍ତ୍ୟକ୍ତ ଲୋକେ ଆମ୍ବୁଲାନ୍ସକୁ ଭାଙ୍ଗି ଦେଇଥିଲେ।</p> <p>ଏଥିସହ ଦୁର୍ଘଟଣା ଘଟାଇଥିବା ଟ୍ରକ୍&zwnj;କୁ ସ୍ଥାନୀୟ ଲୋକେ ପିଛା କରି ଡ୍ରାଇଭରକୁ ପୋଲିସର ଜିମା ଦେଇଛନ୍ତି।</p>

Related story