ଦୁର୍ଘଟଣା ପରେ ଟ୍ରକ୍‌କୁ ଜାଳିଦେଲେ ଲୋକେ

<p>କଟକ: କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଅସୁରେଶ୍ୱର ନିକଟରେ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ପରେ ଟ୍ରକକୁ ଜାଳି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ। ସ୍ଥାନୀୟ ଜମରା ଗାଁର ଗଜେନ୍ଦ୍ର ପ୍ରଧାନ ଓ ତାଙ୍କ ଝିଆରୀ (୯) ସାଇକେଲରେ ଘରକୁ ଫେରୁଥିବାବେଳେ ଟ୍ରକଟି ସେମାନଙ୍କୁ ଧକ୍କା ଦେଇଥିଲା।&nbsp; ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।</p> <p>ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।</p>

Ordigital Desk
  • Published: Monday, 27 November 2017
  • Updated: 27 November 2017, 10:14 AM IST
<p>କଟକ: କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଅସୁରେଶ୍ୱର ନିକଟରେ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ପରେ ଟ୍ରକକୁ ଜାଳି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ। ସ୍ଥାନୀୟ ଜମରା ଗାଁର ଗଜେନ୍ଦ୍ର ପ୍ରଧାନ ଓ ତାଙ୍କ ଝିଆରୀ (୯) ସାଇକେଲରେ ଘରକୁ ଫେରୁଥିବାବେଳେ ଟ୍ରକଟି ସେମାନଙ୍କୁ ଧକ୍କା ଦେଇଥିଲା।&nbsp; ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।</p><p>ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos