ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ ବନ୍ଦାଳ ନିକଟରେ ଗତକାଲି ବିଳମ୍ୱିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଡାକ୍ତର ଓ ଜଣେ ଫାର୍ମାସିଷ୍ଟ ଥିବା ଜଣାପଡ଼ିଛି। ସେମାନେ ଏକ କାର୍‌ ଯୋଗେ ଭୋଗରାଇରୁ କଟକ ଫେରୁଥିଲେ। ତେବେ ତାଙ୍କ କାର୍‌ ସହ କେଉଁ ଗାଡିର ଧକ୍କା ହୋଇ ଦୁର୍ଘଟଣା ହୋଇଛି ତାହା ସ୍ପଷ୍ଟ ହୋଇନାହିଁ।

accident 23

Rakesh Mallick
  • Published: Thursday, 15 March 2018
  • , Updated: 15 March 2018, 07:42 AM IST

Related story