ସଡ଼କ ଦୁର୍ଘଟଣାରେ ଚାଲିଗଲା ସ୍ୱାମୀର ଜୀବନ, ସ୍ତ୍ରୀ ଗୁରୁତର

ବୌଦ୍ଧ(ଓଡ଼ିଶା ରିପୋର୍ଟର): ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ପୁରୁଣାକଟକ ଥାନା ଅନ୍ତର୍ଗତ କଖାରୁଫାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି।  ମୃତକ ହଲେ ବୌଦ୍ଧ ଜିଲ୍ଲା କଣ୍ଟାମାଳର ବିଜୟ ଗୁପ୍ତା।  ବିଜୟଙ୍କ ପତ୍ନୀଙ୍କୁ ଗୁରୁତର ଅବସ୍ଥାରେ କଟକ ବଡମେଡିକାଲରେ ଭର୍ତ୍ତି କରାଯାଇଛି।

ନିଜ କାରରେ ଭୁବନେଶ୍ୱରରୁ କଣ୍ଟାମାଳ ଯାଉଥିବା ବେଳେ ଭାରସାମ୍ୟ ହରାଇ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Ordigital Desk
• Published: Wednesday, 18 April 2018
• Updated: 18 April 2018, 10:24 AM IST

Sports

Latest News

ବୌଦ୍ଧ(ଓଡ଼ିଶା ରିପୋର୍ଟର): ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ପୁରୁଣାକଟକ ଥାନା ଅନ୍ତର୍ଗତ କଖାରୁଫାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି।  ମୃତକ ହଲେ ବୌଦ୍ଧ ଜିଲ୍ଲା କଣ୍ଟାମାଳର ବିଜୟ ଗୁପ୍ତା।  ବିଜୟଙ୍କ ପତ୍ନୀଙ୍କୁ ଗୁରୁତର ଅବସ୍ଥାରେ କଟକ ବଡମେଡିକାଲରେ ଭର୍ତ୍ତି କରାଯାଇଛି।

ନିଜ କାରରେ ଭୁବନେଶ୍ୱରରୁ କଣ୍ଟାମାଳ ଯାଉଥିବା ବେଳେ ଭାରସାମ୍ୟ ହରାଇ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos