ଭଞ୍ଜନଗର: ବୋଲେରୋ ଦୁର୍ଘଟଣାରେ ଜଣେ ମୃତ, ୩ ଆହତ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଦଦରାଲୁଣ୍ଡାଠାରେ ସୋମବାର ସଡ଼କ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ଓ ଆହତମାନଙ୍କ ଘର କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ବୋଲି ଜଣାପଡ଼ିଛି।  ବୋଲେରୋଟି ଭୁବନେଶ୍ୱରରୁ ବାଲିଗୁଡ଼ା ଫେରୁଥିବା ବେଳେ ଭାରସାମ୍ୟ ହରାଇ ପଥର ଗଦାରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି।

accident

Rakesh Mallick
  • Published: Monday, 11 April 2016
  • , Updated: 11 April 2016, 04:21 AM IST

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଦଦରାଲୁଣ୍ଡାଠାରେ ସୋମବାର ସଡ଼କ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ଓ ଆହତମାନଙ୍କ ଘର କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ବୋଲି ଜଣାପଡ଼ିଛି।

 ବୋଲେରୋଟି ଭୁବନେଶ୍ୱରରୁ ବାଲିଗୁଡ଼ା ଫେରୁଥିବା ବେଳେ ଭାରସାମ୍ୟ ହରାଇ ପଥର ଗଦାରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି।

Related story