ପୋଲିସ ଭ୍ୟାନକୁ ଧକ୍କା ଦେଇ ବାଇକ୍‌ ଆରୋହୀ ମୃତ

ପାରାଦୀପ: କଟକ-ପାରାଦୀପ ରାସ୍ତା ମଣିଜଙ୍ଗା ନିକଟରେ ଗତକାଲି ରାତିରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ। ବାଇକରେ ଆସୁଥିବା ଯୁବକ ଜଣଙ୍କ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ପୋଲିସ ଭ୍ୟାନକୁ ପଛ ପଟୁ ଧକ୍କା ଦେଇଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଥିଲା। ଉତ୍ତ୍ୟକ୍ତ ଲୋକେ କଟକ-ପାରାଦୀପ ରାସ୍ତାକୁ ଅବରୋଧ କରିଥିଲେ। ପରେ ପୋଲିସ ଲୋକଙ୍କୁ ବୁଝାସୁଝା କରିବା ପରେ ଅବରୋଧ ହଟିଥିଲା।

Rakesh Mallick
  • Published: Friday, 15 September 2017
  • Updated: 15 September 2017, 08:09 AM IST

Sports

Latest News

ପାରାଦୀପ: କଟକ-ପାରାଦୀପ ରାସ୍ତା ମଣିଜଙ୍ଗା ନିକଟରେ ଗତକାଲି ରାତିରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ। ବାଇକରେ ଆସୁଥିବା ଯୁବକ ଜଣଙ୍କ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ପୋଲିସ ଭ୍ୟାନକୁ ପଛ ପଟୁ ଧକ୍କା ଦେଇଥିଲେ।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଥିଲା। ଉତ୍ତ୍ୟକ୍ତ ଲୋକେ କଟକ-ପାରାଦୀପ ରାସ୍ତାକୁ ଅବରୋଧ କରିଥିଲେ। ପରେ ପୋଲିସ ଲୋକଙ୍କୁ ବୁଝାସୁଝା କରିବା ପରେ ଅବରୋଧ ହଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos