ରାସ୍ତାକୁ ଓହ୍ଲାଇଲେ ଛାତ୍ରୀ ଓ ଅଭିଭାବକ

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଚିଲଗୁଡ଼ା କସ୍ତୁରବା ଗାନ୍ଧି ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ହୋଇଥିବା ରାସ୍ତାରୋକ ପ୍ରତ୍ୟାହାର ହୋଇଯାଇଛି। ପ୍ରାଶାସନିକ ଅଧିକାରୀ ପହଞ୍ଚି ବୁଝାସୁଝା ପରେ ଜାତୀୟ ରାଜପଥ ଉପରୁ ଲୋକେ ହଟିଯାଇଛନ୍ତି। ଏହି ଆବାସିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପରିଚାଳନାରେ ଅବ୍ୟବସ୍ଥା ହେଉଥିବା ନେଇ ଅଭିଯୋଗ ହୋଇଛି। ଏନେଇ ଛାତ୍ରୀ ଓ ଅଭିଭାବକ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ। ହେଲେ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ନଯିବାରୁ ଛାତ୍ରୀ ଓ ଅଭିଭାବକ ଆଜି […]

studnts-13

studnts-13

Jyoshna Pradhan
  • Published: Monday, 28 January 2019
  • Updated: 28 January 2019, 02:31 PM IST

Sports

Latest News

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଚିଲଗୁଡ଼ା କସ୍ତୁରବା ଗାନ୍ଧି ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ହୋଇଥିବା ରାସ୍ତାରୋକ ପ୍ରତ୍ୟାହାର ହୋଇଯାଇଛି। ପ୍ରାଶାସନିକ ଅଧିକାରୀ ପହଞ୍ଚି ବୁଝାସୁଝା ପରେ ଜାତୀୟ ରାଜପଥ ଉପରୁ ଲୋକେ ହଟିଯାଇଛନ୍ତି।

ଏହି ଆବାସିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପରିଚାଳନାରେ ଅବ୍ୟବସ୍ଥା ହେଉଥିବା ନେଇ ଅଭିଯୋଗ ହୋଇଛି। ଏନେଇ ଛାତ୍ରୀ ଓ ଅଭିଭାବକ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ। ହେଲେ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ନଯିବାରୁ ଛାତ୍ରୀ ଓ ଅଭିଭାବକ ଆଜି ସକାଳେ ରାସ୍ତା ଅବରୋଧ କରିଥିଲେ। ଫଳରେ ଭବାନୀପାଟଣା ଓ ଜୟପୁର ମଧ୍ୟରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା। ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story