ବୃତ୍ତି ପ୍ରଦାନ ଦାବିରେ ରାଜପଥ ଅବରୋଧ କଲେ ଛାତ୍ରଛାତ୍ରୀ

ବାରିପଦା( ଓଡ଼ିଶା ରିପୋର୍ଟର): ଆଦିବାସୀ ଛାତ୍ରଛାତ୍ରୀଙ୍କୁ ବୃତ୍ତି ପ୍ରଦାନ ଦାବି କରି ବାରିପଦା ମୁର୍ଗାବାଡି ଠାରେ ୧୮ ନମ୍ବର  ଜାତୀୟ ରାଜପଥ ଅବରୋଧ କରିଛନ୍ତି ଛାତ୍ରଛାତ୍ରୀ। ଆଦିବାସୀ ଛାତ୍ର ସଂଗଠନ ପକ୍ଷରୁ ଏହି ଅବରୋଧ ଡାକରା ଦିଆଯାଇଥିଲା। ଏଥିରେ ଶତାଧିକ ଛାତ୍ରଛାତ୍ରୀ ସାମିଲ ହୋଛନ୍ତି। ଅବରୋଧ ଯୋଗୁଁ ଗାଡିଚଳାଚଳ ବାଧାପ୍ରାପ୍ତ ହୋଇଥିଲା।

ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆନ୍ଦୋଳନକାରୀ ଛାତ୍ରଛାତ୍ରୀଙ୍କୁ ବୁଝାଶୁଝା କରିବା ପରେ ମଧ୍ୟ ରାସ୍ତା ଅବରୋଧ ହଟିନାହିଁ। ରାସ୍ତାର ଉଭୟ ପଟରେ ଶତାଧିକ ଗାଡି ଅଟକି ରହିଛି।

ଗତ ୨୦୧୬-୧୭, ଏବଂ ୨୦୧୭-୧୮ ଆର୍ଥିକ ବର୍ଷରେ ଆଦିବାସୀ ଛାତ୍ରଛାତ୍ରୀଙ୍କୁ ଷ୍ଟାଇପେଣ୍ଡ ଦିଆଯାଇ ନଥିବା ଛାତ୍ରଛାତ୍ରୀ ଅଭିଯୋଗ କରିଥିଲେ।

Ordigital Desk
• Published: Thursday, 29 March 2018
• Updated: 29 March 2018, 01:51 PM IST

ବାରିପଦା( ଓଡ଼ିଶା ରିପୋର୍ଟର): ଆଦିବାସୀ ଛାତ୍ରଛାତ୍ରୀଙ୍କୁ ବୃତ୍ତି ପ୍ରଦାନ ଦାବି କରି ବାରିପଦା ମୁର୍ଗାବାଡି ଠାରେ ୧୮ ନମ୍ବର  ଜାତୀୟ ରାଜପଥ ଅବରୋଧ କରିଛନ୍ତି ଛାତ୍ରଛାତ୍ରୀ। ଆଦିବାସୀ ଛାତ୍ର ସଂଗଠନ ପକ୍ଷରୁ ଏହି ଅବରୋଧ ଡାକରା ଦିଆଯାଇଥିଲା। ଏଥିରେ ଶତାଧିକ ଛାତ୍ରଛାତ୍ରୀ ସାମିଲ ହୋଛନ୍ତି। ଅବରୋଧ ଯୋଗୁଁ ଗାଡିଚଳାଚଳ ବାଧାପ୍ରାପ୍ତ ହୋଇଥିଲା।

ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆନ୍ଦୋଳନକାରୀ ଛାତ୍ରଛାତ୍ରୀଙ୍କୁ ବୁଝାଶୁଝା କରିବା ପରେ ମଧ୍ୟ ରାସ୍ତା ଅବରୋଧ ହଟିନାହିଁ। ରାସ୍ତାର ଉଭୟ ପଟରେ ଶତାଧିକ ଗାଡି ଅଟକି ରହିଛି।

ଗତ ୨୦୧୬-୧୭, ଏବଂ ୨୦୧୭-୧୮ ଆର୍ଥିକ ବର୍ଷରେ ଆଦିବାସୀ ଛାତ୍ରଛାତ୍ରୀଙ୍କୁ ଷ୍ଟାଇପେଣ୍ଡ ଦିଆଯାଇ ନଥିବା ଛାତ୍ରଛାତ୍ରୀ ଅଭିଯୋଗ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos