ଯୁବ ବ୍ୟବସାୟୀଙ୍କୁ ଗୁଳିମାଡ଼ ପ୍ରତିବାଦରେ ରାସ୍ତାରୋକ

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ସହର ସ୍ଥିତ ତିନିମୁହାଣିର ଜଣେ ଯୁବ ବ୍ୟବସାୟୀଙ୍କୁ ଗୁଳିମାଡ଼ ଘଟଣା ପ୍ରତିବାଦରେ ଧର୍ମ ରକ୍ଷା ସେନା ପକ୍ଷରୁ ତିନିମୁହାଣି ଓ ଗୁଲନଗର ଛକରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି। ଏଥିସହ ଦୋକାନ ବଜାର ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଛି। ରାସ୍ତା ଅବରୋଧ ଯୋଗୁ ଦୁଇ ପାର୍ଶ୍ଵରେ ଶତାଧିକ ଗାଡ଼ି ମଟର ଅଟକି ରହିଛି। କଟକ ଓ ଚାନ୍ଦବାଲି ମଧ୍ୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି […]

strike

strike

Jyoshna Pradhan
  • Published: Sunday, 14 July 2019
  • Updated: 14 July 2019, 10:16 AM IST

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ସହର ସ୍ଥିତ ତିନିମୁହାଣିର ଜଣେ ଯୁବ ବ୍ୟବସାୟୀଙ୍କୁ ଗୁଳିମାଡ଼ ଘଟଣା ପ୍ରତିବାଦରେ ଧର୍ମ ରକ୍ଷା ସେନା ପକ୍ଷରୁ ତିନିମୁହାଣି ଓ ଗୁଲନଗର ଛକରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି। ଏଥିସହ ଦୋକାନ ବଜାର ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଛି। ରାସ୍ତା ଅବରୋଧ ଯୋଗୁ ଦୁଇ ପାର୍ଶ୍ଵରେ ଶତାଧିକ ଗାଡ଼ି ମଟର ଅଟକି ରହିଛି। କଟକ ଓ ଚାନ୍ଦବାଲି ମଧ୍ୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସହରରେ ଗୋଟିଏ ପ୍ଲାଟୁନ୍‌ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।strike

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟାରେ ଯୁବ ବ୍ୟବସାୟୀ  ବିବେକାନନ୍ଦ ମହାରଣା ଗୁଲନଗର ଛକରୁ ତିନିମୁହାଣିକୁ ଯାଉଥିଲେ। ଏହି ସମୟରେ ଦୁଇଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ବିବେକାନ୍ଦଙ୍କ ପେଟ ଓ ଛାତିରେ ଗୁଳି ବାଜିଥିବା ଜଣାପଡ଼ିଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏହାପରେ କଟକ ସ୍ଥାନାନ୍ତର କରାଯାଇଛି।  ପୂର୍ବ ଶତ୍ରୁତାରୁ ଏହି ଗୁଳିମାଡ଼ ହୋଇଥବା ସନ୍ଦେହ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story