ହାତୀ ପାଇଁ ଯାତାୟତ ଠପ୍‌

ଚୌଦ୍ୱାର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ଅଞ୍ଚଳର ଗୋପାଳପୁର ଛକରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଢେଙ୍କାନାଳକୁ ସଂଯୋଗ କରୁଥିବା ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଦୁଇଟି ହାତୀ ରାସ୍ତାରେ ଛିଡ଼ା ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଏକ ଘଣ୍ଟା ଧରି ଉଭୟ ପାର୍ଶ୍ୱରେ ଗାଡିମଟର ଅଟକି ରହିଥିଲା। ହାତୀ ଭୟରେ ସେହି ରାସ୍ତା ଦେଇ କେହି ଯାଇପାରୁନଥିଲେ। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ହାତୀଙ୍କୁ ଘଉଡାଇବା ପରେ ଯାତାୟତ ସ୍ୱାଭାବିକ ହୋଇଥିଲା। […]

elephent0

Tapaswini Nayak
  • Published: Monday, 23 December 2019
  • , Updated: 23 December 2019, 02:13 PM IST

ଚୌଦ୍ୱାର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ଅଞ୍ଚଳର ଗୋପାଳପୁର ଛକରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଢେଙ୍କାନାଳକୁ ସଂଯୋଗ କରୁଥିବା ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଦୁଇଟି ହାତୀ ରାସ୍ତାରେ ଛିଡ଼ା ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଏକ ଘଣ୍ଟା ଧରି ଉଭୟ ପାର୍ଶ୍ୱରେ ଗାଡିମଟର ଅଟକି ରହିଥିଲା। ହାତୀ ଭୟରେ ସେହି ରାସ୍ତା ଦେଇ କେହି ଯାଇପାରୁନଥିଲେ। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ହାତୀଙ୍କୁ ଘଉଡାଇବା ପରେ ଯାତାୟତ ସ୍ୱାଭାବିକ ହୋଇଥିଲା।

 

Related story