ପାଣି ଦେଲେ ରାସ୍ତାରୁ ହଟିବୁ ! | Odisha Reporter
ପାଣି ପାଇଁ ରାସ୍ତାରୋକ୍। ପାନୀୟ ଜଳ ସମସ୍ୟା ପାଇଁ ଗ୍ରାମବାସୀଙ୍କ ରାସ୍ତାରୋକ। ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ଅଦରପଡ଼ା ଗ୍ରାମ ଛକ ଠାରେ ପାନୀୟ ଜଳ ସମସ୍ୟା ପାଇଁ ଗ୍ରାମବାସୀ ମାନେ ଗୋରା ବାଲଟି ଧରି ରାସ୍ତାରୋକ କରିଛନ୍ତି। ବାରମ୍ବାର ଅଭିଯୋଗ କରିବା ପରେ ପିଇବା ପାଣି ନମିଳିବାରୁ ଶେଷରେ ରାସ୍ତାକୁ ଓହ୍ଲାଇଛନ୍ତି ଗ୍ରାମବାସୀ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
