Advertisment

ପାଣି ପାଇଁ ରାସ୍ତାରୋକ୍

ପାନୀୟ ଜଳ ସମସ୍ୟା ପାଇଁ ଗ୍ରାମବାସୀଙ୍କ ରାସ୍ତାରୋକ। ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ଅଦରପଡ଼ା ଗ୍ରାମ ଛକ ଠାରେ ପାନୀୟ ଜଳ ସମସ୍ୟା ପାଇଁ ଗ୍ରାମବାସୀ ମାନେ ଗୋରା ବାଲଟି ଧରି ରାସ୍ତାରୋକ କରିଛନ୍ତି।

Advertisment

ପାଣି ପାଇଁ ରାସ୍ତାରୋକ୍। ପାନୀୟ ଜଳ ସମସ୍ୟା ପାଇଁ ଗ୍ରାମବାସୀଙ୍କ ରାସ୍ତାରୋକ। ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ଅଦରପଡ଼ା ଗ୍ରାମ ଛକ ଠାରେ ପାନୀୟ ଜଳ ସମସ୍ୟା ପାଇଁ ଗ୍ରାମବାସୀ ମାନେ ଗୋରା ବାଲଟି ଧରି ରାସ୍ତାରୋକ କରିଛନ୍ତି। ବାରମ୍ବାର ଅଭିଯୋଗ କରିବା ପରେ ପିଇବା ପାଣି ନମିଳିବାରୁ ଶେଷରେ ରାସ୍ତାକୁ ଓହ୍ଲାଇଛନ୍ତି ଗ୍ରାମବାସୀ। 

Advertisment
Odisha Drinking Water Problem
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe