ସଡ଼କ ଦୁର୍ଘଟଣାରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଆଜି ସକାଳେ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ପିତିରି ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ହେବା ସହିତ ଦୁଇ ମହିଳା ଗୁରୁତର ଆହତ ହୋଇଛନ୍ତି। ଗୋଟିଏ ବାଇକରେ ୩ ଜଣ ଯାଉଥିବା ବେଲେ ବାଇକଟି ଗଛରେ ପିଟି ହୋଇଯାଇଥିଲା। ଘଟଣା ସ୍ଥଳରେ ହିଁ ଜଣକର ମୃତ୍ୟୁ ହୋଇଛି। ଘଟଣାରେ ଉତ୍ୟକ୍ତ ହୋଇ ସ୍ଥାନୀୟ ଲୋକେ ୧୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଦୀର୍ଘ ସମୟ ଧରି ରାସ୍ତା […]

road strike

road strike

Rakesh Mallick
  • Published: Friday, 13 October 2017
  • Updated: 13 October 2017, 05:48 PM IST

Sports

Latest News

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଆଜି ସକାଳେ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ପିତିରି ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ହେବା ସହିତ ଦୁଇ ମହିଳା ଗୁରୁତର ଆହତ ହୋଇଛନ୍ତି। ଗୋଟିଏ ବାଇକରେ ୩ ଜଣ ଯାଉଥିବା ବେଲେ ବାଇକଟି ଗଛରେ ପିଟି ହୋଇଯାଇଥିଲା। ଘଟଣା ସ୍ଥଳରେ ହିଁ ଜଣକର ମୃତ୍ୟୁ ହୋଇଛି।

ଘଟଣାରେ ଉତ୍ୟକ୍ତ ହୋଇ ସ୍ଥାନୀୟ ଲୋକେ ୧୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଦୀର୍ଘ ସମୟ ଧରି ରାସ୍ତା ଅବରୋଧ କରିବା ପରେ ପ୍ରଶାସନ ପକ୍ଷରୁ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରାଯାଇଥିଲା। ଏହାପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story