ରାଉରକେଲା: ରାଉରକେଲା ଲାଠିକଟା ବ୍ଲକ ପିଉଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟୁତ୍ ଆଘାତରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ହେଲେ ଦ୍ୱିତୀୟ ଶ୍ରେଣୀର ଅରୁଣ ଜୋଜୋ । ଏହି ଘଟଣାରେ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିଲମ୍ୱନ କରିଥିବା ଜଣାପଡ଼ିଛି। ଛାତ୍ର ମୃତ୍ୟୁକୁ କେନ୍ଦ୍ର କରି ସ୍କୁଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା । ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି । ସ୍କୁଲରେ ସୁରକ୍ଷା ବ୍ୟବସ୍ଥା କରିବାକୁ ସ୍ଥାନୀୟ ଲୋକେ ଦାବି କରିବା ସହ କ୍ଷତିପୂରଣ ଦାବି କରିଥିଲେ । ରେଡକ୍ରସ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।