ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟର ଦୁଇ ଡିଜିଏମ୍‌ ନିଲମ୍ୱିତ

ରାଉରକେଲା (ଓଡ଼ିଶା ରିପୋର୍ଟର): ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ(ଆର୍‌ଏସ୍‌ପି)ର କୋଲ୍ କେମିକାଲ୍‌ ଡିପାର୍ଟମେଣ୍ଟରେ ଗ୍ୟାସ ଲିକ୍‌ ହୋଇ ୪ ଜଣ ଠିକା କର୍ମଚାରୀଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସିଇଓ ୨ ଜଣ DGMଙ୍କୁ ନିଲମ୍ବିତ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ଦର୍ଶାଇ କୋଲ୍‌ କେମିକାଲ ଡିପାର୍ଟମେଣ୍ଟର DGM ଏନ୍‌. ଦାସ ଓ ଏନର୍ଜି ମ୍ୟାନେଜମେଣ୍ଟ DGM ଜି. ବାରିକଙ୍କୁ ନିଲମ୍ବିତ କରାଯାଇଛି। ଏଥିସହ ମୃତକଙ୍କ ପରିବାରରୁ ଜଣଙ୍କୁ ଚାକିରି ଦେବା ନେଇ ନିଷ୍ପତ୍ତି। ରାଉରକେଲା […]

rkl

rkl

Manoranjan Sial
  • Published: Wednesday, 06 January 2021
  • Updated: 06 January 2021, 04:58 PM IST

Sports

Latest News

ରାଉରକେଲା (ଓଡ଼ିଶା ରିପୋର୍ଟର): ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ(ଆର୍‌ଏସ୍‌ପି)ର କୋଲ୍ କେମିକାଲ୍‌ ଡିପାର୍ଟମେଣ୍ଟରେ ଗ୍ୟାସ ଲିକ୍‌ ହୋଇ ୪ ଜଣ ଠିକା କର୍ମଚାରୀଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସିଇଓ ୨ ଜଣ DGMଙ୍କୁ ନିଲମ୍ବିତ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ଦର୍ଶାଇ କୋଲ୍‌ କେମିକାଲ ଡିପାର୍ଟମେଣ୍ଟର DGM ଏନ୍‌. ଦାସ ଓ ଏନର୍ଜି ମ୍ୟାନେଜମେଣ୍ଟ DGM ଜି. ବାରିକଙ୍କୁ ନିଲମ୍ବିତ କରାଯାଇଛି। ଏଥିସହ ମୃତକଙ୍କ ପରିବାରରୁ ଜଣଙ୍କୁ ଚାକିରି ଦେବା ନେଇ ନିଷ୍ପତ୍ତି। ରାଉରକେଲା ଷ୍ଟିଲ ପ୍ଲାଣ୍ଟ ସଂଚାର ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ବୁଧବାର ସକାଳ ପ୍ରାୟ ୯ଟା ବେଳେ RSPର କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ  କର୍ମଚାରୀ କାର୍ଯ୍ୟରତ ଥିବା ବେଳେ ଗ୍ୟାସ୍ ଲିକ୍ ହୋଇଥିଲା। ଖବର ପାଇ  ପ୍ଲାଣ୍ଟର ଅଗ୍ନିଶମ କର୍ମଚାରୀ ପହଞ୍ଚି ଅସୁସ୍ଥ ୧୦ ଜଣଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ପ୍ରଥମେ ପ୍ଲାଣ୍ଟରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଆଇଜିଏଚକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୬ ଜଣ ସୁସ୍ଥ ଥିବା ଜଣାପଡ଼ିଛି।

ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ପ୍ଲାଣ୍ଟ ମଧ୍ୟରେ ନିରାପତ୍ତା ବ୍ୟବସ୍ଥାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ସହ ମୃତ ଠିକା ଶ୍ରମିକଙ୍କ ପରିବାର ସଦସ୍ୟଙ୍କୁ ଥଇଥାନ କରିବାକୁ ଦାବି ହୋଇଥିଲା। ପୂର୍ବରୁ ମଧ୍ୟ କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ଅଘଟଣ ଘଟି ବହୁ ଜୀବନହାନୀ ହୋଇଥିବା ବେଳେ ପ୍ଲାଣ୍ଟ କର୍ତ୍ତୃପକ୍ଷ ଏହାକୁ ଗୁରୁତ୍ୱ ଦେଉ ନ ଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story