ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରୟାଲଟି ମୁକ୍ତ ହେବ ଲଘୁ ବନଜାତ ଦ୍ରବ୍ୟ ଶାଳପତ୍ର। ଆଜି ମୁଖ୍ୟମନ୍ତ୍ରୀ ଶାଳପତ୍ର ଉପରେ ଥିବା ରୟାଲଟିକୁ ସମ୍ପୂର୍ଣ୍ଣ ଛାଡ଼ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ବର୍ତ୍ତମାନ ଶାଳପତ୍ର ଉପରେ କ୍ୱିଣ୍ଟାଲ ପିଛା ୮୬ ଟଙ୍କା ଲେଖାଏ ରୟାଲଟି ଆଦାୟ ହେଉଛି। ତେଣୁ ଏହାକୁ ସମ୍ପୂର୍ଣ୍ଣ ଛାଡ଼ କରାଗଲେ ରାଜ୍ୟର ୨୫ ଲକ୍ଷ ଲୋକ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
ମୁଖ୍ୟତଃ ଜନଜାତି ବର୍ଗର ଲୋକେ ଶାଳପତ୍ର ସଂଗ୍ରହ କରି ଜୀବିକା ନିର୍ବାହ କରନ୍ତି। ଏହାଦ୍ୱାରା ଏହି ଜନଜାତିର ଲୋକଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ ବୋଲି ଆଶା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।