ନୀଳମାଧବ ପୀଠର ବିକାଶ ପାଇଁ ୧୦୦କୋଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରସିଦ୍ଧ କଣ୍ଟିଲୋ ନୀଳମାଧବ ପୀଠର ପାରିପାଶ୍ୱିର୍କ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏହି ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦କୋଟି ଟଙ୍କା ବ୍ୟୟ କରିବେ ଓ ୧୮ମାସ ମଧ୍ୟରେ ଏହି କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାରବିମର୍ଶ ପରେ ଏହି […]

Kantilo

Kantilo

Ordigital Desk
  • Published: Wednesday, 27 April 2022
  • Updated: 27 April 2022, 09:48 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରସିଦ୍ଧ କଣ୍ଟିଲୋ ନୀଳମାଧବ ପୀଠର ପାରିପାଶ୍ୱିର୍କ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏହି ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦କୋଟି ଟଙ୍କା ବ୍ୟୟ କରିବେ ଓ ୧୮ମାସ ମଧ୍ୟରେ ଏହି କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାରବିମର୍ଶ ପରେ ଏହି ପ୍ରକଳ୍ପକୁ ଅନୁମୋଦନ ମିଳିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ପାରିପାଶ୍ୱିର୍କ ବିକାଶ ପ୍ରକଳ୍ପ ଅନ୍ତର୍ଗତ ମନ୍ଦିରର ପୁନରୁଦ୍ଧାର, ଦର୍ଶନ ସହ ପରିକ୍ରମା, ଚନ୍ଦନ ପୁଷ୍କରଣୀର ସୌନ୍ଦର୍ଯ୍ୟକରଣ ସମେତ ଚତୁପାଶ୍ୱର୍ ରାସ୍ତାର ଉନ୍ନୀତିକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ ସମେତ ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀ ପାଶ୍ୱର୍ର ସୌନ୍ଦର୍ଯ୍ୟକରଣ ଆଦି ଉପରେ ଗୁରୁତ୍ୱ ଦିଆଯାଇଛି।

ମନ୍ଦିରକୁ ଯାଇଥିବା ପାହାଚର ପୁନରୁଦ୍ଧାର ସହ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରିଦ୍ୱାରର ଉନ୍ନୀତିକରଣ କରାଯିବ । ବୟସ୍କ ଓ ଭିନ୍ନକ୍ଷମମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ ସେଥିପାଇଁ ମଧ୍ୟ ପଦକ୍ଷେପ ନିଆଯିବ । ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ।

ଯାତ୍ରୀଙ୍କ ସୁବିଧା ପାଇଁ କ୍ଲୋକ୍ ରୁମ, ପଦ ପ୍ରକ୍ଷାଳନ ବ୍ୟବସ୍ଥା ସହ ମନ୍ଦିରର ପଶ୍ଚିମ ଦ୍ୱାର ବାଟେ ଲିଫ୍ଟ ଲବି, ସ୍କାଏ ବ୍ରିଜ୍ ଆଦିର ବ୍ୟବସ୍ଥା କରାଯିବ । ମନ୍ଦିରକୁ ପ୍ରବେଶ ପାଇଁ ପୂର୍ବ ପାଶ୍ୱର୍ ସଡ଼କୁ ୯ମିଟର ଓ ପଶ୍ଚିମ ପାଶ୍ୱର୍ ସଡ଼କକୁ ୧୨ମିଟର ପ୍ରଶସ୍ତ କରାଯିବ । ଏହି ପ୍ରକଳ୍ପ ପାଇଁ ମୋଟ ୨ଏକର ଜମି ଆବଶ୍ୟକ ପଡ଼ିବ। ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ଼ ସମ୍ପର୍କ ରହିଛି । ବିଶ୍ୱାସ ରହିଛି ଯେ, ନୀଳମାଧବ ପୀଠ ବ୍ରହ୍ମାଦୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ୱାବସୁଙ୍କ ଦ୍ୱାରା ପୂଜା ପାଉଥିଲେ । ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି।

ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ୱାରା ଭକ୍ତ ଓ ପର୍ଯ୍ୟଟକଙ୍କ ସହିତ ସ୍ଥାନୀୟ ଅଂଚଳର ଅର୍ଥନୀତିକ ବିକାଶରେ ମଧ୍ୟ ସହାୟକ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story