ଆଜି ରାଜ୍ୟ ବଜେଟ ଉପସ୍ଥାପନ ହେଉଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନ କରୁଛନ୍ତି। କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟବରାଦ କରାଯାଇଛି ବୋଲି ଅର୍ଥ ମନ୍ତ୍ରୀ ବିଧାନ ସଭାରେ ଘୋଷଣା କରିଛନ୍ତି।
- ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ଜାତିସଂଘ ଦ୍ୱାରା ପ୍ରଶଂସିତ
- କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟବରାଦ
- ଧାନ ସଂଗ୍ରହ କାର୍ଯ୍ୟକ୍ରମ ପାଇଁ ୨ ହଜାର କୋଟିର ରିଭଲିଂ ଫଣ୍ଡ
- କାଳିଆ ସହାୟତା ପାଇଁ ୧୮୭୯ କୋଟି ଟଙ୍କା ବ୍ୟୟବରାଦ
- ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬ କୋଟି ଟଙ୍କା
- ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟିର ବ୍ୟୟବରାଦ
- କୃଷି କ୍ଷେତ୍ରରେ ମହିଳା SHGଙ୍କୁ ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର ବ୍ୟୟବରାଦ
- କୃଷି କ୍ଷେତ୍ରରେ ମହିଳା SHGଙ୍କ ପାଇଁ ୫ ବର୍ଷରେ ୩୬୭ କୋଟି ଖର୍ଚ୍ଚ ହେବ
- ଛତୁ ମିଶନ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି
- ନଦୀ ଉପରେ ଏ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବୟ
- ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ପାଇଁ ୮୫୪ କୋଟି
- ପାର୍ବତୀ ଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟି
- ୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟି
- ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ ଉଠାଜଳସେଚନ ପ୍ରକଳ୍ପ ପାଇଁ ୪ ଶହ କୋଟି
- ଅଚଳ ଉଠାଜଳସେଚନ ପ୍ରକଳ୍ପ ପୁନରୁଦ୍ଧାର ପାଇଁ ୧୯୧ କୋଟି
- ଆଉ ୪୫୦ଟି ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ୧୮୧ କୋଟି ବ୍ୟୟବରାଦ
- ଲୁଣା ବନ୍ଧ ସୁଦୃଢ଼ୀକରଣ ପାଇଁ ବଜେଟରେ ୯୬୧ କୋଟି
- କାଳିଆ ଯୋଜନାରେ ଚାଷୀ ଋଣ ସୁଧ ରିହାତି ପାଇଁ ୮୩୬ କୋଟି
- ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରାପ୍ୟ ପ୍ରଦାନ ପାଇଁ ୬ଶହ କୋଟି
- ମିଲେଟ ମିଶନ ପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ
- ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇଁ ୧୩୯ କୋଟି
- ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି
- ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି
- ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ ପ୍ରୋଗ୍ରାମ ପାଇଁ ୧୪୪୬ କୋଟି
- ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି
- ଆମ ହସ୍ପିଟାଲ ଯୋଜନା ପାଇଁ ୭୫୦ କୋଟିର ବ୍ୟୟବରାଦ
- ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ପାଇଁ ୮୧୧ କୋଟି
- ଆମ ବସଷ୍ଟାଣ୍ଡ ପାଇଁ ବଜେଟରେ ୧୫୦ କୋଟିର ବ୍ୟବସ୍ଥା
- ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି
- ବିଦେଶ ବିମାନ ଉଡ଼ାଣ ଯୋଜନା ପାଇଁ ୧୦୦ କୋଟିର ବ୍ୟବସ୍ଥା
- ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ପାଇଁ ୨୧୦ କୋଟି
- ବନ ସୁରକ୍ଷା ସମିତି ପାଇଁ ୨୫୦ କୋଟି ବ୍ୟୟବରାଦ
- ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟିର ବ୍ୟୟବରାଦ
- ରାଜ୍ୟରେ ଆରମ୍ଭ ହେବ ‘ଆମ ହସ୍ପିଟାଲ ଯୋଜନା’, ବ୍ୟୟବରାଦ ୭୫୦ କୋଟି
- ଆମ ହସ୍ପିଟାଲ ଯୋଜନାରେ ବର୍ଷକରେ ରୂପାନ୍ତରିତ ହେବ ୧୪୭ ହସ୍ପିଟାଲ
- ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନରେ ୩୩୦୦ କୋଟିର ବ୍ୟୟବରାଦ
- କଟକ SCBର ପୁନଃବିକାଶ ପାଇଁ ବଜେଟରେ ୧୪୦୦ କୋଟି
- ୧୦୮ ଆମ୍ବୁଲାନ୍ସ ସେବାରେ ଆଉ ୨୩୬ ଗାଡ଼ି ଅନ୍ତର୍ଭୁକ୍ତ କରାଯିବ
- ୨୩୬ ନୂଆ ଆମ୍ବୁଲାନ୍ସ ପାଇଁ ୨୫୦ କୋଟି ଟଙ୍କାର ବ୍ୟୟବରାଦ
- କର୍କଟ ଚିକିତ୍ସା କେନ୍ଦ୍ର ପ୍ରତିଷ୍ଠା ପାଇଁ ୨୧୧ କୋଟି
- ୨୩-୨୪ରେ ଆଉ ୫ ହଜାର ଡାକ୍ତର, ୯ ହଜାର ନର୍ସଙ୍କୁ ନିଯୁକ୍ତି ଲକ୍ଷ୍ୟ
- ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନେଇ ବ୍ୟବସ୍ଥା
- ୩୪,୫୦୦ ଛାତ୍ରଛାତ୍ରୀଙ୍କୁ ଏକାଡେମିକ ପୁରସ୍କାର ପ୍ରଦାନ କରାଯିବ
- ୧୧୮ ଜଣଙ୍କୁ ନେତୃତ୍ୱ ପୁରସ୍କାର, ୨ ହଜାର ମେଧାବୀଙ୍କୁ ବୃତ୍ତି ଦିଆଯିବ
- ମାଧ୍ୟମିକ ସ୍କୁଲର ୭ ଶହ ଶିକ୍ଷକ, ୪୧୯ ପ୍ରଧାନ ଶିକ୍ଷକ ପୁରସ୍କୃତ ହେବେ
- ପ୍ରାଥମିକ ବିଦ୍ୟାଳୟର ୩୫୦ ପ୍ରଧାନ ଶିକ୍ଷକ, ୩୧୯ ଶିକ୍ଷକ ସଂବର୍ଦ୍ଧିତ ହେବେ
- ମାଧ୍ୟମିକ ସ୍ତରରେ ୪୧୯ ଶ୍ରେଷ୍ଠ ସ୍କୁଲ ପରିଚାଳନା କମିଟିକୁ ପୁରସ୍କାର
- ୪୧୯ ଶ୍ରେଷ୍ଠ ସ୍କୁଲ ପୁରାତନ ଛାତ୍ରଛାତ୍ରୀ କମିଟିକୁ ପୁରସ୍କାର ମିଳିବ
- ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନିମନ୍ତେ ୧୩୯ କୋଟି ବ୍ୟୟବରାଦ
- ମୋ ସ୍କୁଲ ଅଭିଯାନ ପାଇଁ ୮୦୫ କୋଟିର ବ୍ୟୟବରାଦ
- ଖାଲିଥିବା ଶିକ୍ଷକ ପଦବୀ ପୂରଣ ନିମନ୍ତେ ବଜେଟରେ ବ୍ୟବସ୍ଥା
- ୬ ହଜାର ୨୫ଟି ଏଲଟିଆର୍ ପଦବୀ ସୃଷ୍ଟି କରାଯିବ
- ମାଧ୍ୟମିକ ସ୍କୁଲରେ ୭୫୪୦ ନିୟମିତ ଶିକ୍ଷକ ନିଯୁକ୍ତ ହେବେ
- ୧୭୯୯ କନିଷ୍ଠ ସହାୟକ, ୩୩୫ ପିଜିଟି ନିଯୁକ୍ତି ପାଇବେ
- ୧୦୬ଟି ହାଇସ୍କୁଲକୁ ଉଚ୍ଚ ମାଧ୍ୟମିକ ସ୍କୁଲରେ ପରିଣତ କରାଯିବ
- ‘ମୋ କଲେଜ’ ପାଇଁ ୧୭୦ କୋଟି, ଲାପଟପ ବଣ୍ଟନ ପାଇଁ ୫୦ କୋଟି
- ୨୦୨୩ ଡିସେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବ ଓଡ଼ିଆ ବିଶ୍ବବିଦ୍ୟାଳୟ
- ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ବଜେଟରେ ୨୦ କୋଟିର ବ୍ୟୟବରାଦ
- ମିଶନ ଶକ୍ତି ବିଭାଗ ପାଇଁ ୨୫୫୪ କୋଟି ଟଙ୍କାର ବ୍ୟୟବରାଦ
- ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ବଜେଟରେ ୫୦ କୋଟି
- କମ୍ୟୁନିଟି ସପୋର୍ଟ ଷ୍ଟାଫ୍, ଇସି ସଦସ୍ୟାଙ୍କୁ ଇଲେକ୍ଟ୍ରି ସ୍କୁଟର ସହାୟତା
- ସ୍କୁଟର କ୍ରୟ ପାଇଁ ନିଆଯାଇଥିବା ବ୍ୟାଙ୍କ ଋଣ ଉପରେ ସୁଧ ଛାଡ଼
- ମେଧାବୀ ଛାତ୍ରଛାତ୍ରୀଙ୍କୁ ସିଭିଲ ସର୍ଭିସ କୋଚିଂ ପାଇଁ ବ୍ୟବସ୍ଥା
- ୨ ଶହ ଛାତ୍ରଛାତ୍ରୀଙ୍କୁ ମାଗଣାରେ ସିଭିଲ ସର୍ଭିସ କୋଚିଂ ଦିଆଯିବ
- ପ୍ରବେଶିକା ପରୀକ୍ଷା ଜରିଆରେ ଚୟନ କରାଯିବେ ଶିକ୍ଷାର୍ଥୀ
- ମାଗଣା କୋଚିଂ ସହ ମାଗଣାରେ ରହିବା ଓ ଖାଇବା ବ୍ୟବସ୍ଥା
- ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନେଇ ବ୍ୟବସ୍ଥା
- ୩୪,୫୦୦ ଛାତ୍ରଛାତ୍ରୀଙ୍କୁ ଏକାଡେମିକ ପୁରସ୍କାର ପ୍ରଦାନ କରାଯିବ
- ୧୧୮ ଜଣଙ୍କୁ ନେତୃତ୍ବ ପୁରସ୍କାର, ୨ ହଜାର ମେଧାବୀଙ୍କୁ ବୃତ୍ତି ଦିଆଯିବ
- ମାଧ୍ୟମିକ ସ୍କୁଲର ୭ ଶହ ଶିକ୍ଷକ, ୪୧୯ ପ୍ରଧାନ ଶିକ୍ଷକ ପୁରସ୍କୃତ ହେବେ
- ପ୍ରାଥମିକ ବିଦ୍ୟାଳୟର ୩୫୦ ପ୍ରଧାନ ଶିକ୍ଷକ, ୩୧୯ ଶିକ୍ଷକ ସଂବର୍ଦ୍ଧିତ ହେବେ
- ମାଧ୍ୟମିକ ସ୍ତରରେ ୪୧୯ ଶ୍ରେଷ୍ଠ ସ୍କୁଲ ପରିଚାଳନା କମିଟିକୁ ପୁରସ୍କାର
- ୪୧୯ ଶ୍ରେଷ୍ଠ ସ୍କୁଲ ପୁରାତନ ଛାତ୍ରଛାତ୍ରୀ କମିଟିକୁ ପୁରସ୍କାର ମିଳିବ
- ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନିମନ୍ତେ ୧୩୯ କୋଟି ବ୍ୟୟବରାଦ