ଅଦ୍ୟତନ ହୋଇଛି
Finance Minister Niranjan Pujari
Advertisment
ଆଜି ରାଜ୍ୟ ବଜେଟ ଉପସ୍ଥାପନ ହେଉଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନ କରୁଛନ୍ତି। କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟବରାଦ କରାଯାଇଛି ବୋଲି ଅର୍ଥ ମନ୍ତ୍ରୀ ବିଧାନ ସଭାରେ ଘୋଷଣା କରିଛନ୍ତି।
Advertisment
- ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ଜାତିସଂଘ ଦ୍ୱାରା ପ୍ରଶଂସିତ
- କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟବରାଦ
- ଧାନ ସଂଗ୍ରହ କାର୍ଯ୍ୟକ୍ରମ ପାଇଁ ୨ ହଜାର କୋଟିର ରିଭଲିଂ ଫଣ୍ଡ
- କାଳିଆ ସହାୟତା ପାଇଁ ୧୮୭୯ କୋଟି ଟଙ୍କା ବ୍ୟୟବରାଦ
- ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬ କୋଟି ଟଙ୍କା
- ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟିର ବ୍ୟୟବରାଦ
- କୃଷି କ୍ଷେତ୍ରରେ ମହିଳା SHGଙ୍କୁ ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର ବ୍ୟୟବରାଦ
- କୃଷି କ୍ଷେତ୍ରରେ ମହିଳା SHGଙ୍କ ପାଇଁ ୫ ବର୍ଷରେ ୩୬୭ କୋଟି ଖର୍ଚ୍ଚ ହେବ
- ଛତୁ ମିଶନ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି
- ନଦୀ ଉପରେ ଏ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବୟ
- ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ପାଇଁ ୮୫୪ କୋଟି
- ପାର୍ବତୀ ଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟି
- ୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟି
- ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ ଉଠାଜଳସେଚନ ପ୍ରକଳ୍ପ ପାଇଁ ୪ ଶହ କୋଟି
- ଅଚଳ ଉଠାଜଳସେଚନ ପ୍ରକଳ୍ପ ପୁନରୁଦ୍ଧାର ପାଇଁ ୧୯୧ କୋଟି
- ଆଉ ୪୫୦ଟି ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ୧୮୧ କୋଟି ବ୍ୟୟବରାଦ
- ଲୁଣା ବନ୍ଧ ସୁଦୃଢ଼ୀକରଣ ପାଇଁ ବଜେଟରେ ୯୬୧ କୋଟି
- କାଳିଆ ଯୋଜନାରେ ଚାଷୀ ଋଣ ସୁଧ ରିହାତି ପାଇଁ ୮୩୬ କୋଟି
- ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରାପ୍ୟ ପ୍ରଦାନ ପାଇଁ ୬ଶହ କୋଟି
- ମିଲେଟ ମିଶନ ପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ
- ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇଁ ୧୩୯ କୋଟି
- ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି
- ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି
- ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ ପ୍ରୋଗ୍ରାମ ପାଇଁ ୧୪୪୬ କୋଟି
- ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି
- ଆମ ହସ୍ପିଟାଲ ଯୋଜନା ପାଇଁ ୭୫୦ କୋଟିର ବ୍ୟୟବରାଦ
- ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ପାଇଁ ୮୧୧ କୋଟି
- ଆମ ବସଷ୍ଟାଣ୍ଡ ପାଇଁ ବଜେଟରେ ୧୫୦ କୋଟିର ବ୍ୟବସ୍ଥା
- ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି
- ବିଦେଶ ବିମାନ ଉଡ଼ାଣ ଯୋଜନା ପାଇଁ ୧୦୦ କୋଟିର ବ୍ୟବସ୍ଥା
- ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ପାଇଁ ୨୧୦ କୋଟି
- ବନ ସୁରକ୍ଷା ସମିତି ପାଇଁ ୨୫୦ କୋଟି ବ୍ୟୟବରାଦ
- ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟିର ବ୍ୟୟବରାଦ
- ରାଜ୍ୟରେ ଆରମ୍ଭ ହେବ ‘ଆମ ହସ୍ପିଟାଲ ଯୋଜନା’, ବ୍ୟୟବରାଦ ୭୫୦ କୋଟି
- ଆମ ହସ୍ପିଟାଲ ଯୋଜନାରେ ବର୍ଷକରେ ରୂପାନ୍ତରିତ ହେବ ୧୪୭ ହସ୍ପିଟାଲ
- ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନରେ ୩୩୦୦ କୋଟିର ବ୍ୟୟବରାଦ
- କଟକ SCBର ପୁନଃବିକାଶ ପାଇଁ ବଜେଟରେ ୧୪୦୦ କୋଟି
- ୧୦୮ ଆମ୍ବୁଲାନ୍ସ ସେବାରେ ଆଉ ୨୩୬ ଗାଡ଼ି ଅନ୍ତର୍ଭୁକ୍ତ କରାଯିବ
- ୨୩୬ ନୂଆ ଆମ୍ବୁଲାନ୍ସ ପାଇଁ ୨୫୦ କୋଟି ଟଙ୍କାର ବ୍ୟୟବରାଦ
- କର୍କଟ ଚିକିତ୍ସା କେନ୍ଦ୍ର ପ୍ରତିଷ୍ଠା ପାଇଁ ୨୧୧ କୋଟି
- ୨୩-୨୪ରେ ଆଉ ୫ ହଜାର ଡାକ୍ତର, ୯ ହଜାର ନର୍ସଙ୍କୁ ନିଯୁକ୍ତି ଲକ୍ଷ୍ୟ
- ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନେଇ ବ୍ୟବସ୍ଥା
- ୩୪,୫୦୦ ଛାତ୍ରଛାତ୍ରୀଙ୍କୁ ଏକାଡେମିକ ପୁରସ୍କାର ପ୍ରଦାନ କରାଯିବ
- ୧୧୮ ଜଣଙ୍କୁ ନେତୃତ୍ୱ ପୁରସ୍କାର, ୨ ହଜାର ମେଧାବୀଙ୍କୁ ବୃତ୍ତି ଦିଆଯିବ
- ମାଧ୍ୟମିକ ସ୍କୁଲର ୭ ଶହ ଶିକ୍ଷକ, ୪୧୯ ପ୍ରଧାନ ଶିକ୍ଷକ ପୁରସ୍କୃତ ହେବେ
- ପ୍ରାଥମିକ ବିଦ୍ୟାଳୟର ୩୫୦ ପ୍ରଧାନ ଶିକ୍ଷକ, ୩୧୯ ଶିକ୍ଷକ ସଂବର୍ଦ୍ଧିତ ହେବେ
- ମାଧ୍ୟମିକ ସ୍ତରରେ ୪୧୯ ଶ୍ରେଷ୍ଠ ସ୍କୁଲ ପରିଚାଳନା କମିଟିକୁ ପୁରସ୍କାର
- ୪୧୯ ଶ୍ରେଷ୍ଠ ସ୍କୁଲ ପୁରାତନ ଛାତ୍ରଛାତ୍ରୀ କମିଟିକୁ ପୁରସ୍କାର ମିଳିବ
- ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନିମନ୍ତେ ୧୩୯ କୋଟି ବ୍ୟୟବରାଦ
- ମୋ ସ୍କୁଲ ଅଭିଯାନ ପାଇଁ ୮୦୫ କୋଟିର ବ୍ୟୟବରାଦ
- ଖାଲିଥିବା ଶିକ୍ଷକ ପଦବୀ ପୂରଣ ନିମନ୍ତେ ବଜେଟରେ ବ୍ୟବସ୍ଥା
- ୬ ହଜାର ୨୫ଟି ଏଲଟିଆର୍ ପଦବୀ ସୃଷ୍ଟି କରାଯିବ
- ମାଧ୍ୟମିକ ସ୍କୁଲରେ ୭୫୪୦ ନିୟମିତ ଶିକ୍ଷକ ନିଯୁକ୍ତ ହେବେ
- ୧୭୯୯ କନିଷ୍ଠ ସହାୟକ, ୩୩୫ ପିଜିଟି ନିଯୁକ୍ତି ପାଇବେ
- ୧୦୬ଟି ହାଇସ୍କୁଲକୁ ଉଚ୍ଚ ମାଧ୍ୟମିକ ସ୍କୁଲରେ ପରିଣତ କରାଯିବ
- ‘ମୋ କଲେଜ’ ପାଇଁ ୧୭୦ କୋଟି, ଲାପଟପ ବଣ୍ଟନ ପାଇଁ ୫୦ କୋଟି
- ୨୦୨୩ ଡିସେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବ ଓଡ଼ିଆ ବିଶ୍ବବିଦ୍ୟାଳୟ
- ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ବଜେଟରେ ୨୦ କୋଟିର ବ୍ୟୟବରାଦ
- ମିଶନ ଶକ୍ତି ବିଭାଗ ପାଇଁ ୨୫୫୪ କୋଟି ଟଙ୍କାର ବ୍ୟୟବରାଦ
- ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ବଜେଟରେ ୫୦ କୋଟି
- କମ୍ୟୁନିଟି ସପୋର୍ଟ ଷ୍ଟାଫ୍, ଇସି ସଦସ୍ୟାଙ୍କୁ ଇଲେକ୍ଟ୍ରି ସ୍କୁଟର ସହାୟତା
- ସ୍କୁଟର କ୍ରୟ ପାଇଁ ନିଆଯାଇଥିବା ବ୍ୟାଙ୍କ ଋଣ ଉପରେ ସୁଧ ଛାଡ଼
- ମେଧାବୀ ଛାତ୍ରଛାତ୍ରୀଙ୍କୁ ସିଭିଲ ସର୍ଭିସ କୋଚିଂ ପାଇଁ ବ୍ୟବସ୍ଥା
- ୨ ଶହ ଛାତ୍ରଛାତ୍ରୀଙ୍କୁ ମାଗଣାରେ ସିଭିଲ ସର୍ଭିସ କୋଚିଂ ଦିଆଯିବ
- ପ୍ରବେଶିକା ପରୀକ୍ଷା ଜରିଆରେ ଚୟନ କରାଯିବେ ଶିକ୍ଷାର୍ଥୀ
- ମାଗଣା କୋଚିଂ ସହ ମାଗଣାରେ ରହିବା ଓ ଖାଇବା ବ୍ୟବସ୍ଥା
- ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନେଇ ବ୍ୟବସ୍ଥା
- ୩୪,୫୦୦ ଛାତ୍ରଛାତ୍ରୀଙ୍କୁ ଏକାଡେମିକ ପୁରସ୍କାର ପ୍ରଦାନ କରାଯିବ
- ୧୧୮ ଜଣଙ୍କୁ ନେତୃତ୍ବ ପୁରସ୍କାର, ୨ ହଜାର ମେଧାବୀଙ୍କୁ ବୃତ୍ତି ଦିଆଯିବ
- ମାଧ୍ୟମିକ ସ୍କୁଲର ୭ ଶହ ଶିକ୍ଷକ, ୪୧୯ ପ୍ରଧାନ ଶିକ୍ଷକ ପୁରସ୍କୃତ ହେବେ
- ପ୍ରାଥମିକ ବିଦ୍ୟାଳୟର ୩୫୦ ପ୍ରଧାନ ଶିକ୍ଷକ, ୩୧୯ ଶିକ୍ଷକ ସଂବର୍ଦ୍ଧିତ ହେବେ
- ମାଧ୍ୟମିକ ସ୍ତରରେ ୪୧୯ ଶ୍ରେଷ୍ଠ ସ୍କୁଲ ପରିଚାଳନା କମିଟିକୁ ପୁରସ୍କାର
- ୪୧୯ ଶ୍ରେଷ୍ଠ ସ୍କୁଲ ପୁରାତନ ଛାତ୍ରଛାତ୍ରୀ କମିଟିକୁ ପୁରସ୍କାର ମିଳିବ
- ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନିମନ୍ତେ ୧୩୯ କୋଟି ବ୍ୟୟବରାଦ
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1677236539.jpg)