ଭୁବନେଶ୍ୱରରେ ଆରଏସଏସ ମୁଖ୍ୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୫ ଦିନିଆ ଓଡିଶା ଗସ୍ତରେ ଆସି ଗତକାଲି ବିଳମ୍ବିତ ରାତ୍ରୀରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ସରସଂଘଚାଳକ ମୋହନ ଭାଗବତ  ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଏହି ସମୟରେ ସେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ସଂଘର ବିଭିନ୍ନ ବୈଠକରେ ଯୋଗ ଦେଇ ସାଂଗଠନିକ ବିଷୟ ଉପରେ ଆଲୋଚନା କରିବେ । ଏଥିସହିତ କରୋନା ମହାମାରୀରେ ପୀଡିତ ଲୋକଙ୍କୁ […]

Mohan Bhagbat

Mohan Bhagbat

Niharika Rout
  • Published: Wednesday, 25 August 2021
  • Updated: 25 August 2021, 08:20 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୫ ଦିନିଆ ଓଡିଶା ଗସ୍ତରେ ଆସି ଗତକାଲି ବିଳମ୍ବିତ ରାତ୍ରୀରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ସରସଂଘଚାଳକ ମୋହନ ଭାଗବତ  ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଏହି ସମୟରେ ସେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।

ସଂଘର ବିଭିନ୍ନ ବୈଠକରେ ଯୋଗ ଦେଇ ସାଂଗଠନିକ ବିଷୟ ଉପରେ ଆଲୋଚନା କରିବେ । ଏଥିସହିତ କରୋନା ମହାମାରୀରେ ପୀଡିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସଂଘ ଦ୍ୱାରା କରାଯାଇଥିବା ରାଜ୍ୟବ୍ୟାପୀ ସେବା କାର୍ଯ୍ୟର ସମୀକ୍ଷା କରିବେ । ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ଆବଶ୍ୟକ ପ୍ରଶିକ୍ଷଣ ଏବଂ ପ୍ରସ୍ତୁତି ଉପରେ ମଧ୍ୟ ବିଚାର କରାଯିବ ।

ଭାଗବତ ୨୬ ତାରିଖରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହାପରେ ସେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିବା କାର୍ଯ୍ୟସୂଚୀ ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story