ଆଜି ଆସୁଛନ୍ତି ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ମୁଖ୍ୟ ମୋହନ ଭାଗବତ। ଆଜି ସେ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । କରୋନା ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆରଏସ୍ଏସର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କ୍ଷେତ୍ର ସ୍ତରରେ କାର୍ଯ୍ୟକ୍ରମ ହେଉଛି। ଏହି ବୈଠକ ଆସନ୍ତାକାଲି ଏବଂ ୨୬ ତାରିଖ ଦୁଇ ଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଆରଏସଏସ ମୁଖ୍ୟ ସୁରେଶ ଯୋଶୀ ଉପସ୍ଥିତ ରହିବେ । ପଶ୍ଚିମବଙ୍ଗ, […]

bhagbat

bhagbat

Tapaswini Nayak
  • Published: Tuesday, 24 November 2020
  • Updated: 24 November 2020, 09:52 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ମୁଖ୍ୟ ମୋହନ ଭାଗବତ। ଆଜି ସେ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । କରୋନା ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆରଏସ୍ଏସର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କ୍ଷେତ୍ର ସ୍ତରରେ କାର୍ଯ୍ୟକ୍ରମ ହେଉଛି।

ଏହି ବୈଠକ ଆସନ୍ତାକାଲି ଏବଂ ୨୬ ତାରିଖ ଦୁଇ ଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଆରଏସଏସ ମୁଖ୍ୟ ସୁରେଶ ଯୋଶୀ ଉପସ୍ଥିତ ରହିବେ । ପଶ୍ଚିମବଙ୍ଗ, ଓଡ଼ିଶା, ଆଣ୍ଡାମାନ ଓ ନିକୋବର ଅଞ୍ଚଳରେ ଥିବା ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳର ୩୫ଜଣ ସଦସ୍ୟ ଏହି ବୈଠକରେ ଭାଗନେବେ।

ଏହି ସମୟରେ କରୋନା ମହମାରୀ ସମୟରେ  ସ୍ୱୟଂସେବକଙ୍କ ଦ୍ୱାରା କରାଯାଇଥିବା ସେବା କାର୍ଯ୍ୟର ଆଲୋଚନା ଓ ସମୀକ୍ଷା ହେବ। ଏହାସହ କରୋନାରେ ପ୍ରଭାବିତ ଜନଜୀବନ, ଶିକ୍ଷା, ସ୍ୱାସ୍ଥ୍ୟ, ଆତ୍ମନିର୍ଭରଶୀଳତା ପ୍ରସଙ୍ଗରେ ଆଲୋଚନା ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story