ଲାଇଫ ଟାଇମ ଆଚିଭମେଣ୍ଟ ଆଓ୍ୱାର୍ଡ ପାଇବେ ବିଜୟ ମହାନ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୪ ତାରିଖ ସଂଧ୍ୟାରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ଅଷ୍ଟମ ରୁଚି ଓଡ଼ିଆ ଫିଲ୍ମ ଫେୟାର ଆଓ୍ୱାର୍ଡ। ଏଥିରେ ବିଶିଷ୍ଟ ସିନେ ଅଭିନେତା ବିଜୟ ମହାନ୍ତିଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆଓ୍ୱାର୍ଡ ପ୍ରଦାନ କରାଯିବ। ଏହା ସହିତ ଆଇକନ ଅଫ୍ ଦି ଇୟର,ଶ୍ରେଷ୍ଠ ଅଭିନେତା, ଅଭିନେତ୍ରୀ, ଶ୍ରେଷ୍ଠ ଚଳଚିତ୍ର, ଶ୍ରେଷ୍ଠ ନିର୍ଦେଶକ ଓ ସଂଗୀତ ନିର୍ଦ୍ଦେଶକ ଭଳି ୨୮ଟି ବିଭାଗରେ ପୁରସ୍କାର ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରରେ ବଲିଉଡ ଅଭିନେତ୍ରୀ ରବିନା […]

Bijay-Mohanty.,,

Rakesh Mallick
  • Published: Wednesday, 28 February 2018
  • , Updated: 28 February 2018, 09:42 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୪ ତାରିଖ ସଂଧ୍ୟାରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ଅଷ୍ଟମ ରୁଚି ଓଡ଼ିଆ ଫିଲ୍ମ ଫେୟାର ଆଓ୍ୱାର୍ଡ। ଏଥିରେ ବିଶିଷ୍ଟ ସିନେ ଅଭିନେତା ବିଜୟ ମହାନ୍ତିଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆଓ୍ୱାର୍ଡ ପ୍ରଦାନ କରାଯିବ। ଏହା ସହିତ ଆଇକନ ଅଫ୍ ଦି ଇୟର,ଶ୍ରେଷ୍ଠ ଅଭିନେତା, ଅଭିନେତ୍ରୀ, ଶ୍ରେଷ୍ଠ ଚଳଚିତ୍ର, ଶ୍ରେଷ୍ଠ ନିର୍ଦେଶକ ଓ ସଂଗୀତ ନିର୍ଦ୍ଦେଶକ ଭଳି ୨୮ଟି ବିଭାଗରେ ପୁରସ୍କାର ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରରେ ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ, କମେଡିଆନ ସୁନିଲ ପଲ୍ ଓ ମିସ ଏସିଆର ବିଜେତା ସ୍ରିଷ୍ଟି ରାଣା ଯୋଗଦେଇ କଳାକାର ମାନଙ୍କୁ ପୁରସ୍କୃତ କରିବେ

Related story