କଂଗ୍ରେସ ନେତା ଶ୍ରୀବଲ୍ଲଭ ପାଣିଗ୍ରାହୀଙ୍କ ଶେଷକୃତ୍ୟ ସମ୍ପନ୍ନ

ସମ୍ୱଲପୁର: କଂଗ୍ରେସ ନେତା ଶ୍ରୀବଲ୍ଲଭ ପାଣିଗ୍ରାହୀଙ୍କ ଶେଷକୃତ୍ୟ  ଆଜି ସମ୍ପନ୍ନ ହୋଇଛି। ସମ୍ୱଲପୁର ରାଜଘାଟରେ ଦିନ ସାଢେ଼ ୧୧ଟା ସମୟରେ ଶ୍ରୀବଲ୍ଳଭଙ୍କ ଅନ୍ତେଷ୍ଟି କରାଯାଇଥିଲା। ପିସିସି ସଭାପତି ପ୍ରସାହ ହରିଚନ୍ଦନ, ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ସହ ବହୁ ନେତା ଓ କର୍ମୀ ଶେଷକୃତ୍ୟରେ ସାମିଲ ହୋଇଥିଲେ । ତା’ସହ ଶେଷ ଦର୍ଶନ ଲାଗି ରାଜଘାଟରେ ମଧ୍ୟ ବହୁ ସମର୍ଥକଙ୍କ ଗହଳି ଲାଗିଥିଲା। ଶ୍ରୀବଲ୍ଳଭଙ୍କ ମରଶରୀରକୁ ଏକ ଶୋଭାଯାତ୍ରାରେ ତାଙ୍କ ସମ୍ୱଲପୁର ବାସଭବନରୁ ରାଜଘାଟ ପର୍ଯ୍ୟନ୍ତ ନିଆଯାଇଥିଲା। ଗୁରବାର ବେଙ୍ଗଲୁରୁର ଏକ ଘରୋଇ ହସ୍ପିଟାଲରେ ୭୫ ବର୍ଷ ବୟସରେ ଶ୍ରୀବଲ୍ଲଭଙ୍କର ଦେହାନ୍ତ ହୋଇଥିଲା।

ଆହୁରି ପଢ଼ନ୍ତୁ

ଦିନେ ସ୍କୁଲରେ ପିଲାଙ୍କୁ ପାଠ ପଢ଼ାଉଥିଲେ, ଆଜି ଦେଶ ଚଳାଇବେ

ଅମାନିଆଙ୍କ ପାଇଁ ଜାରି ହେଲା ହ୍ୱାଟ୍ସଆପ୍‌ ନମ୍ୱର

ଟେଲର ଦୋକାନରୁ ଘରେ ଚଳେ, ମୋ ପୁଅ ଆଇଏଏସ ପାଇଛି

କୋଭିଡ୍‌ ଯୋଦ୍ଧାଙ୍କ ସମ୍ମାନାର୍ଥେ କାଲି ସନ୍ଧ୍ୟାରେ ନୀରବ ପ୍ରାର୍ଥନା

ଆଜି ଓଡ଼ିଶାରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା

କେମିତି ଚାହା ପିଇବେ ଆସିଲା ଗାଇଡ୍‌ଲାଇନ୍‌

୭ ଜିଲ୍ଲାରେ ପ୍ରବଳ ବର୍ଷିବ, ଜିଲ୍ଲାପାଳଙ୍କ ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱରରୁ ୧୪୯ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୫୧ ଲୋକାଲ୍‌ କେସ୍‌

ସଞ୍ଜିତାଙ୍କୁ ଇଣ୍ଟର୍ଭ୍ୟୁରେ କଣ ପ୍ରଶ୍ନ ପଚରା ଯାଇଥିଲା?

ଚାକିରି ପାଇଁ ବିଜ୍ଞପ୍ତି ଦେଲେ ବିଜେଡି ସାଂସଦ, କିନ୍ତୁ ଭରସା ଦେଇ ପାରୁ ନାହାନ୍ତି

ବଡ଼ବଡ଼ିଆଙ୍କ ବିଳାସ: ନିର୍ଦ୍ଦିଷ୍ଟ ନୀତି ନାହିଁ, ରାଜକୋଷରୁ ମନଇଚ୍ଛା ଖର୍ଚ୍ଚ