ଭୁବନେଶ୍ୱରରେ ପହଞ୍ଚିଲେ ଗୃହ ମନ୍ତ୍ରୀ, କହିଲେ-ଆତ୍ମୀୟତା ଭରା ସ୍ୱାଗତ ପାଇଁ କୃତଜ୍ଞ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର):  ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ । ଶାହଙ୍କ ଆଗମନରେ ଭୁବନେଶ୍ୱର ବିମାନବନ୍ଦର ଉତ୍ସବମୁଖର ହୋଇଉଠିଥିଲା। ଦଳୀୟ କାର୍ଯ୍ୟକର୍ତ୍ତା ଓ ହଜାର ହଜାର ଜନସାଧାରଣ ତଥା ପ୍ରଶଂସକ ହାତରେ ତ୍ରିରଙ୍ଗା ଧରିବା ସହ, ପାରମ୍ପରିକ ପୋଷାକ, ଲୋକକଳା, ଗୀତ ନୃତ୍ୟ ସହ ବାଦ୍ୟ ଯନ୍ତ୍ର ବଜାଇ ଅମିତ ଶାହଙ୍କୁ ଭବ୍ୟ ସ୍ୱାଗତ ଜଣାଇଥିଲେ । ସ୍ୱରାଷ୍ଟ୍ର ମନ୍ତ୍ରୀ […]

saha

saha

Niharika Rout
  • Published: Monday, 08 August 2022
  • Updated: 08 August 2022, 07:43 AM IST

Sports

Latest News

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର):  ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ । ଶାହଙ୍କ ଆଗମନରେ ଭୁବନେଶ୍ୱର ବିମାନବନ୍ଦର ଉତ୍ସବମୁଖର ହୋଇଉଠିଥିଲା। ଦଳୀୟ କାର୍ଯ୍ୟକର୍ତ୍ତା ଓ ହଜାର ହଜାର ଜନସାଧାରଣ ତଥା ପ୍ରଶଂସକ ହାତରେ ତ୍ରିରଙ୍ଗା ଧରିବା ସହ, ପାରମ୍ପରିକ ପୋଷାକ, ଲୋକକଳା, ଗୀତ ନୃତ୍ୟ ସହ ବାଦ୍ୟ ଯନ୍ତ୍ର ବଜାଇ ଅମିତ ଶାହଙ୍କୁ ଭବ୍ୟ ସ୍ୱାଗତ ଜଣାଇଥିଲେ । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ହସ ହସ ମୁହଁରେ ସମସ୍ତଙ୍କ ଅଭିବାଦନ ଗ୍ରହଣ କରିଥିଲେ ।

ଭୁବନେଶ୍ୱରରେ ପହଞ୍ଚିବା ପରେ ଟୁଇଟ କରି ଶାହ ଲେଖିଛନ୍ତି ଯେ, ଓଡ଼ିଶାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଉତ୍ସାହିତ ଅଛି। ଆତ୍ମୀୟତା ଭରା ସ୍ୱାଗତ ପାଇଁ ମୁଁ ଭୁବନେଶ୍ୱରବାସୀଙ୍କ ନିକଟରେ କୃତଜ୍ଞ ।

ଆଜି ଶ୍ରାବଣ ଶେଷ ସୋମବାର ଥିବାରୁ ସକାଳ ୮ଟାରେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିବେ  ଗୃହ ମନ୍ତ୍ରୀ ଶାହ । ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଶାହ କଟକ ଯାଇ ନେତାଜୀ ସୁଭାଷ ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ପରେ ପରେ ଇଣ୍ଡୋର ଷ୍ଟାଡିୟମ୍‌ରେ ପାଳନ ହେବାକୁ ଥିବା ପ୍ରଜାତନ୍ତ୍ର ଖବର କାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେବେ  ।

କଟକରେ ଅମିତ୍ ଶାହଙ୍କର କୌଣସି ରାଜନୈତିକ କାର୍ଯ୍ୟକ୍ରମ ନାହିଁ । ସେଠାରୁ ଭୁବନେଶ୍ୱର ଫେରି ପାର୍ଟି ଅଫିସ୍‌ରେ କୋର୍ କମିଟି ସଦସ୍ୟଙ୍କ ସହ ଆଲୋଚନା କରିବେ । ଆସନ୍ତା ସାଧାରଣ ନିର୍ବାଚନ ଲାଗି ଶାହ ଦଳୀୟ ନେତାଙ୍କୁ ଟାର୍ଗେଟ ଦେଇପାରନ୍ତି  । ଶାହଙ୍କ ଗସ୍ତ ପାଇଁ ଟ୍ୱିନସିଟିରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story