ସହରର ପ୍ରତି ପରିବାରକୁ ଦୈନିକ ମିଳିବ ୭୦ ଲିଟର ପାଣି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୧୯ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସହରାଞ୍ଚଳରେ ବାସ କରୁଥିବା ପ୍ରତି ପରିବାରକୁ ଦୈନିକ ୭୦ ଲିଟର ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସଚିବାଳୟରେ ଅନୁଷ୍ଠିତ ପାନୀୟ ଜଳ ଯୋଗାଣ ସମ୍ପର୍କିତ ସମୀକ୍ଷା ବୈଠକ ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବର୍ତ୍ତମାନ ସହରାଞ୍ଚଳର ୬୦ ପ୍ରତିଶତ ପରିବାରକୁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ ହେଉଛି। ବାକି ୪୦ ପ୍ରତିଶତ ପରିବାରକୁ ଜଳ […]

water

water

Rakesh Mallick
  • Published: Tuesday, 24 April 2018
  • Updated: 24 April 2018, 11:00 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୧୯ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସହରାଞ୍ଚଳରେ ବାସ କରୁଥିବା ପ୍ରତି ପରିବାରକୁ ଦୈନିକ ୭୦ ଲିଟର ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସଚିବାଳୟରେ ଅନୁଷ୍ଠିତ ପାନୀୟ ଜଳ ଯୋଗାଣ ସମ୍ପର୍କିତ ସମୀକ୍ଷା ବୈଠକ ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ବର୍ତ୍ତମାନ ସହରାଞ୍ଚଳର ୬୦ ପ୍ରତିଶତ ପରିବାରକୁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ ହେଉଛି। ବାକି ୪୦ ପ୍ରତିଶତ ପରିବାରକୁ ଜଳ ଯୋଗାଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ସୁଦ୍ଧା ଶେଷ ହେବ। ଏନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୂଚନା ଦେଇଛନ୍ତି।

ଚଳିତବର୍ଷ ଡିସେମ୍ବର ସୁଦ୍ଧା ପାଇପ୍ ଜଳ ଯୋଗାଣ ପାଇଁ ସମସ୍ତ ଛୋଟ ଛୋଟ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ। ଏଥିସହିତ ଆସନ୍ତା ମାର୍ଚ୍ଚ ସୁଦ୍ଧା ମେଗା ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ସମାପ୍ତ ହୋଇ ଜଳ ଯୋଗାଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ କହିଛନ୍ତି।

ବର୍ତ୍ତମାନ ସହରାଞ୍ଚଳରେ ଜଳଯୋଗାଣ ପାଇଁ ୩ ହଜାର ୫ ଶହ ୯୬ କୋଟି ଟଙ୍କାର ୭୬୦ଟି ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ସେହିପରି ରାଜ୍ୟର ୨୪ଟି ସହରାଞ୍ଚଳର ୧୮୫ ୱାର୍ଡର ୪୨୨ଟି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖା ଦେଉଥିବା ଚିହ୍ନଟ କରାଯାଇଛି। ଏହି ଅଞ୍ଚଳରେ ୧ହଜାର ୮୬୯ଟି ପିଭିସି ଟାଙ୍କି ଓ ୨୧୯ଟି ଭ୍ରାମ୍ୟମାଣ ଟ୍ୟାଙ୍କର୍ ଯୋଗେ ଜଳ ଯୋଗାଣ କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀ, ଉନ୍ନୟନ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story