ସାଲେପୁର: ବସ୍ତି ବାସିନ୍ଦାଙ୍କୁ ସ୍ଥାୟୀ ବାସଗୃହ ଓ ଜମିପଟ୍ଟା ଦାବିରେ ବିକ୍ଷୋଭ

ସାଲେପୁର: କଟକ ଜିଲ୍ଲା ସାଲେପୁର ବ୍ଲକରେ ଥିବା  ବସ୍ତି ବାସିନ୍ଦାଙ୍କୁ ସ୍ଥାୟୀ ବାସଗୃହ ଓ ଜମିପଟ୍ଟା ପ୍ରଦାନ ଦାବିରେ ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ଆଜି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବିକ୍ଷୋଭକାରୀମାନେ ହାତରେ ପ୍ଲାକାର୍ଡ ଓ ସ୍ଲୋଗାନ୍‌ ଦେଇ ତହସିଲ୍ ଅଫିସ୍ ସମ୍ମୁଖରେ ବିକ୍ଷୋଭ କରିଥିଲେ। ସାଲେପୁର ଅଞ୍ଚଳର ବହୁ ବସ୍ତିବାସିନ୍ଦା ଏଥିରେ ଯୋଗ ଦେଇଥିଲେ। ଖୁବ୍‌ଶୀଘ୍ର ପ୍ରଶାସନ ଏ ନେଇ ନିଷ୍ପତ୍ତି ନ ନେଲେ ଆଗାମୀ ଦିନରେ ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି […]

salepur

salepur

Rakesh Mallick
  • Published: Tuesday, 31 May 2016
  • Updated: 31 May 2016, 08:15 AM IST

Sports

Latest News

ସାଲେପୁର: କଟକ ଜିଲ୍ଲା ସାଲେପୁର ବ୍ଲକରେ ଥିବା  ବସ୍ତି ବାସିନ୍ଦାଙ୍କୁ ସ୍ଥାୟୀ ବାସଗୃହ ଓ ଜମିପଟ୍ଟା ପ୍ରଦାନ ଦାବିରେ ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ଆଜି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବିକ୍ଷୋଭକାରୀମାନେ ହାତରେ ପ୍ଲାକାର୍ଡ ଓ ସ୍ଲୋଗାନ୍‌ ଦେଇ ତହସିଲ୍ ଅଫିସ୍ ସମ୍ମୁଖରେ ବିକ୍ଷୋଭ କରିଥିଲେ। ସାଲେପୁର ଅଞ୍ଚଳର ବହୁ ବସ୍ତିବାସିନ୍ଦା ଏଥିରେ ଯୋଗ ଦେଇଥିଲେ।

ଖୁବ୍‌ଶୀଘ୍ର ପ୍ରଶାସନ ଏ ନେଇ ନିଷ୍ପତ୍ତି ନ ନେଲେ ଆଗାମୀ ଦିନରେ ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି ମଞ୍ଚ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos