ସଲମାନ ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ସୁପାରିଶ

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲା ତରଭା ସଲମାନ ରାଉତ ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ ହୋଇଛି। ରାଜ୍ୟ ନିର୍ବାଚନ କମିଶନ ଏହି ସୁପାରିଶ କରିଛନ୍ତି। ଏନେଇ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି,“ରାଜନୈତିକ ଆକ୍ରୋଶ ରଖି ସଲମାନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡ ପରେ ତରଭା ଅଞ୍ଚଳ ଅଶାନ୍ତ ହୋଇପଡିଛି। ଏହାର କ୍ରାଇମବ୍ରାଞ୍ଚ ତଦନ୍ତ କରିବାକୁ ରାଜ୍ୟ ସରକାରଙ୍କୁ ସୁପାରିଶ କରିଛୁ।” ଗତ ଶନିବାର ପୋଷ୍ଟର […]

denkanal

Rakesh Mallick
  • Published: Tuesday, 07 February 2017
  • , Updated: 07 February 2017, 09:17 PM IST

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲା ତରଭା ସଲମାନ ରାଉତ ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ ହୋଇଛି। ରାଜ୍ୟ ନିର୍ବାଚନ କମିଶନ ଏହି ସୁପାରିଶ କରିଛନ୍ତି। ଏନେଇ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି,“ରାଜନୈତିକ ଆକ୍ରୋଶ ରଖି ସଲମାନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡ ପରେ ତରଭା ଅଞ୍ଚଳ ଅଶାନ୍ତ ହୋଇପଡିଛି। ଏହାର କ୍ରାଇମବ୍ରାଞ୍ଚ ତଦନ୍ତ କରିବାକୁ ରାଜ୍ୟ ସରକାରଙ୍କୁ ସୁପାରିଶ କରିଛୁ।”

ଗତ ଶନିବାର ପୋଷ୍ଟର ମରାକୁ କେନ୍ଦ୍ରକରି ସଲମନଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।

Related story