ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଲୋକାର୍ପିତ

ଭୁବନେଶ୍ୱର: ବୁଧବାର ପ୍ରଥମଥର ପାଇଁ ସେକ୍ରେଟାରିଏଟ୍ ବାହାରେ ଖୋଲିଛି ରାଜ୍ୟ ସରକାରଙ୍କର ଏକ ନୂଆ ବିଭାଗ। ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ୍ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ପୂର୍ବରୁ ଭିନ୍ନକ୍ଷମଙ୍କ କଲ୍ୟାଣ ପାଇଁ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଅଧିନରେ ଭିନ୍ନକ୍ଷମ କଲ୍ୟାଣ ନିର୍ଦ୍ଦେଶାଳୟ କାମ କରୁଥିଲା। ରାଜ୍ୟ ସରକାର ଖୋଲିଥିବା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ବରିଷ୍ଠ ନାଗରିକ, […]

hh

Rakesh Mallick
  • Published: Wednesday, 01 July 2015
  • , Updated: 01 July 2015, 09:50 AM IST

ଭୁବନେଶ୍ୱର: ବୁଧବାର ପ୍ରଥମଥର ପାଇଁ ସେକ୍ରେଟାରିଏଟ୍ ବାହାରେ ଖୋଲିଛି ରାଜ୍ୟ ସରକାରଙ୍କର ଏକ ନୂଆ ବିଭାଗ। ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ୍ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ପୂର୍ବରୁ ଭିନ୍ନକ୍ଷମଙ୍କ କଲ୍ୟାଣ ପାଇଁ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଅଧିନରେ ଭିନ୍ନକ୍ଷମ କଲ୍ୟାଣ ନିର୍ଦ୍ଦେଶାଳୟ କାମ କରୁଥିଲା। ରାଜ୍ୟ ସରକାର ଖୋଲିଥିବା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ବରିଷ୍ଠ ନାଗରିକ, ଭିନ୍ନକ୍ଷମ ଓ ତୃତୀୟ ଲିଙ୍ଗଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେବ।

Related story