Advertisment

ବିବାହ ବନ୍ଧନରେ ବାନ୍ଧି ହେବେ ସମ୍ବଲପୁର- ବଲାଙ୍ଗୀର ଜିଲ୍ଲାପାଳ

ବିବାହ କରିବେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଓ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା। ରବିବାର ସମ୍ବଲପୁର ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ଉଭୟଙ୍କ ନିର୍ବନ୍ଧ ଶେଷ ହୋଇଛି। ଏଥିରେ ଜିଲ୍ଲାପାଳଙ୍କ ପରିବାରବର୍ଗ ଓ ହାତଗଣତି କିଛି ପ୍ରଶାସନିକ ଅଧିକାରୀ ସାମିଲ ହୋଇଥିଲେ। ଏହା ହେଉଛି ଉଭୟଙ୍କ ଦ୍ୱିତୀୟ ବିବାହ। ଆସାମର ଝିଅ ଅନନ୍ୟା ପୂର୍ବରୁ ବର୍ତ୍ତମାନର କୋରାପୁଟ ଜିଲ୍ଲାପାଳ ଅବଦୁଲ ଅଖତରଙ୍କ ସହ ବିବାହ କରିଥିଲେ। ସେହିପରି ଚଞ୍ଚଳ ବର୍ତ୍ତମାନର ରାୟଗଡ଼ା ଜିଲ୍ଲାପାଳ ସ୍ୱଧା ଦେବ ସିଂଙ୍କ ସହ ବିବାହ କରିଥିଲେ। ଉଭୟଙ୍କ ମଧ୍ୟରେ ଛାଡ଼ପତ୍ର ପରେ ପୁଣି ବିବାହ କରୁଛନ୍ତି ଅନନ୍ୟା ଓ ଚଞ୍ଚଳା।

Marriage Odisha Collector Odisha Ias Officers
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe