ସମ୍ବଲପୁର ବିଶ୍ୱବିଦ୍ୟାଳୟର ଯୁକ୍ତ ତିନି ଶେଷ ବର୍ଷ ପରୀକ୍ଷା ଫଳ ପ୍ରକାଶ

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିଚାଳିତ ଯୁକ୍ତ ତିନି କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। କଳା ସମ୍ମାନରେ ମୋଟ ୪୮୬୨ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୮୧.୧୪% ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୩୬ ଜଣ ପ୍ରଥମ ଶ୍ରେଣୀରେ ଓ ୧,୪୭୩ ଜଣ ଦ୍ୱତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସହିପରି କଳା ପାସରେ ୧୨,୧୮୩ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୭୬.୩୪ % ପାସ୍ କରିଛନ୍ତି। ବିଜ୍ଞାନ ସମ୍ମାନରେ ମୋଟ ୧,୬୫୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ […]

sambalpur

sambalpur

Rakesh Mallick
  • Published: Monday, 18 May 2015
  • Updated: 18 May 2015, 11:18 AM IST

Sports

Latest News

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିଚାଳିତ ଯୁକ୍ତ ତିନି କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। କଳା ସମ୍ମାନରେ ମୋଟ ୪୮୬୨ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୮୧.୧୪% ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୩୬ ଜଣ ପ୍ରଥମ ଶ୍ରେଣୀରେ ଓ ୧,୪୭୩ ଜଣ ଦ୍ୱତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସହିପରି କଳା ପାସରେ ୧୨,୧୮୩ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୭୬.୩୪ % ପାସ୍ କରିଛନ୍ତି।

ବିଜ୍ଞାନ ସମ୍ମାନରେ ମୋଟ ୧,୬୫୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫୯.୦୭% ପାସ୍ କରିଛନ୍ତି। ବିଜ୍ଞାନ ପାସରେ ୬୦.୧୦% ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି।

ବାଣିଜ୍ୟ ସମ୍ମାନରେ ୪୭୩ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୯୧.୮୩% ପାସ କରିଛନ୍ତି। ସେହିପରି ବାଣିଜ୍ୟ ପାସରେ ୧,୮୫୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୬୨.୨୬% ଉତ୍ତୀର୍ଣ୍ଣ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos