କାନ୍ଥ ପଡ଼ି ନାବାଳିକା ମୃତ, ମା’ ଓ ଭାଇ ଆହତ

ସମ୍ବଲପୁର: ପ୍ରବଳ ବର୍ଷାରେ ସମ୍ବଲପୁର ଜିଲ୍ଲା ହୀରାକୁଦ ଥାନା ଅନ୍ତର୍ଗତ ଭଙ୍ଗମୁଣ୍ଡାସ୍ଥିତ ବିହାରୀପଡ଼ାରେ ଗୋଟିଏ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ ନାବାଳିକାର ମୃତ୍ୟୁ ଘଟିଥିବା ବେଳେ ତା’ ମା’ ଓ ଭାଇ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରେଡକ୍ରସ ପକ୍ଷରୁ ମୃତକଙ୍କ ପରିବାରକୁ ୧୪,୦୦୦ ଟଙ୍କାର ସହାୟତା ପ୍ରଦାନ କରାଯାଇଛି।

hirakud

Rakesh Mallick
  • Published: Sunday, 04 September 2016
  • , Updated: 04 September 2016, 02:02 PM IST

ସମ୍ବଲପୁର: ପ୍ରବଳ ବର୍ଷାରେ ସମ୍ବଲପୁର ଜିଲ୍ଲା ହୀରାକୁଦ ଥାନା ଅନ୍ତର୍ଗତ ଭଙ୍ଗମୁଣ୍ଡାସ୍ଥିତ ବିହାରୀପଡ଼ାରେ ଗୋଟିଏ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ ନାବାଳିକାର ମୃତ୍ୟୁ ଘଟିଥିବା ବେଳେ ତା’ ମା’ ଓ ଭାଇ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ରେଡକ୍ରସ ପକ୍ଷରୁ ମୃତକଙ୍କ ପରିବାରକୁ ୧୪,୦୦୦ ଟଙ୍କାର ସହାୟତା ପ୍ରଦାନ କରାଯାଇଛି।

Related story