ସମ୍ୱଲପୁର:ସମ୍ୱଲପୁରରେ ପୁଣି ଏକ ଜମି ଦୁର୍ନୀତି ଅଭିଯୋଗ। ଏକ ନିର୍ଦ୍ଦିଷ୍ଟ ସଂପ୍ରଦାୟର ଲୋକଙ୍କ ଜମିକୁ ସେମାନଙ୍କ ଅଜାଣତରେ ସହରର ଜଣେ ବିଲଡର ହଡପ୍ କରିଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଖୁବ ଶିଘ୍ର ଘଟଣାର ସରଜମିନ ତଦନ୍ତ ସହ ଦୋଷୀଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସ୍ୱତନ୍ତ୍ର ଭୁ-ଅର୍ଜନ ଅଧିକାରୀ କହିଛନ୍ତି। ଅନ୍ୟ ପକ୍ଷରେ ସଂପୃକ୍ତ ବିଲଡର କହିଛନ୍ତି ଯେ, ସେ କୌଣସି ନିର୍ଦ୍ଦିଷ୍ଟ ସଂପ୍ରଦାୟର ଲୋକଙ୍କଠାରୁ ନୁହେଁ, ସାଧାରଣ ବର୍ଗର ଲୋକଠାରୁ ସେହି ଜମି କିଣିଛନ୍ତି। ତାଙ୍କ ପାଖରେ ଏ ସଂକ୍ରାନ୍ତୀୟ ସମସ୍ତ କାଗଜ ପତ୍ର ଅଛି। ଏଥିରେ କୌଣସି ବେନିୟମ କାମ ହୋଇନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।