ହାଇକୋର୍ଟ ତାତି; ଆଜିଠୁ ୩ ଦିନିଆ ସମ୍ବଲପୁର ବନ୍ଦ ଡାକରା

ସମ୍ବଲପୁର(ସଞ୍ଜୟ ଜେନା): ପୁଣି ତେଜିଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି । ଆଜିଠୁ ୩ ଦିନିଆ ସମ୍ବଲପୁର ବନ୍ଦ ଡାକରା ଦେଇଛି ପଶ୍ଚିମ ଓଡ଼ିଶା ଓକିଲ ସଂଘ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି। ଆଜିଠୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ କରିବାକୁ କମିଟି ଆହ୍ୱାନ ଦେଇଛି। ସବୁ ବର୍ଗର ଲୋକେ ଏହାକୁ ସମର୍ଥନ କରିବାକୁ ଅପିଲ କରାଯାଇଛି । ହାଇକୋର୍ଟ ବେଞ୍ଚ ସ୍ଥାପନ ଲାଗି ରାଜ୍ୟ ସରକାର ଗଠନ କରିଥିବା […]

smb-1-1

smb-1-1

Niharika Rout
  • Published: Thursday, 28 November 2019
  • Updated: 28 November 2019, 12:00 PM IST

ସମ୍ବଲପୁର(ସଞ୍ଜୟ ଜେନା): ପୁଣି ତେଜିଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି । ଆଜିଠୁ ୩ ଦିନିଆ ସମ୍ବଲପୁର ବନ୍ଦ ଡାକରା ଦେଇଛି ପଶ୍ଚିମ ଓଡ଼ିଶା ଓକିଲ ସଂଘ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି। ଆଜିଠୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ କରିବାକୁ କମିଟି ଆହ୍ୱାନ ଦେଇଛି।

ସବୁ ବର୍ଗର ଲୋକେ ଏହାକୁ ସମର୍ଥନ କରିବାକୁ ଅପିଲ କରାଯାଇଛି । ହାଇକୋର୍ଟ ବେଞ୍ଚ ସ୍ଥାପନ ଲାଗି ରାଜ୍ୟ ସରକାର ଗଠନ କରିଥିବା ଉଚ୍ଚସ୍ତରୀୟ ଅନ୍ତଃ ବିଭାଗୀୟ କମିଟିକୁ କ୍ରିୟାଶୀଳ କରାଯାଇନଥିବାରୁ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଉଦ୍‌ବେଗ୍‌ ପ୍ରକାଶ କରିଛି । ସରକାର ଦାବି ପୂରଣ ପାଇଁ ଠୋସ୍ ପଦକ୍ଷେପ ନନେଲେ ଆଗକୁ ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନୀ ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story