୧୩ ଲକ୍ଷ ୮୫ ହଜାର ଟଙ୍କାର ଜାଲ୍ ନୋଟ ଜବତ

ସମ୍ବଲପୁର (ଓଡ଼ିଶା ରିପୋର୍ଟର) ସମ୍ବଲପୁରରେ ଜାଲ୍ ନୋଟ କାରବାର।  ୧୩ ଲକ୍ଷ ୮୫ ହଜାର ଟଙ୍କାର ଜାଲ୍ ନୋଟ ଜବତ କରିଛି  ପୁଲିସ । ଏଥିରେ ରହିଛି ୬୦୦ଟି ଦୁଇ ହଜାର ଟଙ୍କିଆ ନୋଟ, ୩୬୨ଟି ୫ ଶହ ଟଙ୍କିଆ ନୋଟ ଓ ୪୪ଟି ଶହେ ଟଙ୍କିଆ ନୋଟ । ଏଥିରେ ସଂପୃକ୍ତ ଥିବା ଅଭିଯୋଗରେ ୬ ଜଣଙ୍କୁ ଗିରଫ କରାଯାଇଥିବାବେଳେ ସେମାନଙ୍କ ପାଖରୁ ଟଙ୍କା ଛାପିବା ମେସିନ, କାଗଜ ଓ ଅନ୍ୟ ସାମଗ୍ରୀ ଜବତ କରାଯାଇଛି […]

note

note

Tapas Behera
  • Published: Sunday, 08 August 2021
  • Updated: 08 August 2021, 03:46 PM IST

Sports

Latest News

ସମ୍ବଲପୁର (ଓଡ଼ିଶା ରିପୋର୍ଟର) ସମ୍ବଲପୁରରେ ଜାଲ୍ ନୋଟ କାରବାର।  ୧୩ ଲକ୍ଷ ୮୫ ହଜାର ଟଙ୍କାର ଜାଲ୍ ନୋଟ ଜବତ କରିଛି  ପୁଲିସ । ଏଥିରେ ରହିଛି ୬୦୦ଟି ଦୁଇ ହଜାର ଟଙ୍କିଆ ନୋଟ, ୩୬୨ଟି ୫ ଶହ ଟଙ୍କିଆ ନୋଟ ଓ ୪୪ଟି ଶହେ ଟଙ୍କିଆ ନୋଟ । ଏଥିରେ ସଂପୃକ୍ତ ଥିବା ଅଭିଯୋଗରେ ୬ ଜଣଙ୍କୁ ଗିରଫ କରାଯାଇଥିବାବେଳେ ସେମାନଙ୍କ ପାଖରୁ ଟଙ୍କା ଛାପିବା ମେସିନ, କାଗଜ ଓ ଅନ୍ୟ ସାମଗ୍ରୀ ଜବତ କରାଯାଇଛି । ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ୪ ଜଣଙ୍କ ଘର ବରଗଡ଼ ଜିଲ୍ଲାରେ ହୋଇଥିବାବେଳେ ମୁଖ୍ୟ ୨ ଅଭିଯୁକ୍ତଙ୍କ ଘର ଛତିଶଗଡ଼ର ରାୟଗଡ଼ରେ ।

ଚା ପିଇବା ପରେ ଜାଲ୍ ଦେବାକୁ ନେଇ ଝଗଡ଼ା ହେବାରୁ ଘଟଣା ଥାନାରେ ପହଞ୍ଚିଥିଲା । ପୁଲିସ ଏହାର ତଦନ୍ତ କରୁ କରୁ ଜାଲ୍ ନୋଟ କାରବାରର ପର୍ଦ୍ଦାଫାସ ହୋଇଥିଲା । ସମ୍ବଲପୁରରେ ଜାଲ ନୋଟ କାରବାର ଛତିଶଗଡ଼ରୁ ଅପରେଟ୍ ହେଉଥିବା ଜଣାପଡ଼ିଥିଲା ।

ଏନେଇ ଅଧିକ ତଦନ୍ତରୁ ଜଣାପଡ଼ିଥିଲା ଯେ, ଛତିଶଗଡ଼ର ରାୟଗଡ଼ରେ ଟଙ୍କା ଛପା ଯାଇ ଏଠାକୁ ଆସୁଥିଲା । ଏନେଇ ଚଢ଼ଉ ପରେ ୬ ଜଣଙ୍କୁ ଗିରଫ କରାଯାଇଛି।  ଏହାପରେ ସେମାନଙ୍କ ଆକାଉଣ୍ଟକୁ ଅଚଳ କରି ଦିଆଯାଇଛି । ତେବେ ସମସ୍ତଙ୍କୁ କୋର୍ଟରେ ହଜାର ପରେ ରିମାଣ୍ଡରେ ଆଣିବାକୁ ସମ୍ବଲପୁର ପୁଲିସ ଯୋଜନା କରିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story