ସମ୍ବଲପୁର: ସମ୍ବଲପୁରରେ ଆଜି ତିନିଟି ଜାତୀୟ ସାମାଜିକ ସୁରକ୍ଷା ଯୋଜନାର ଶୁଭାରମ୍ଭ ହୋଇଛି। ଏଠାରେ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ ଏହି ଯୋଜନାଗୁଡ଼ିକ ଶୁଭାରମ୍ଭ କରିଛନ୍ତି। ଶୁଭାରମ୍ଭ ହୋଇଥିବା ଏହି ତିନିଟି ଯୋଜନା ହେଲା- ଅଟଳ ପେନସନ୍ ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା।
ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ବିଧାୟିକା ଡକ୍ଟର ରାସେଶ୍ୱରୀ ପାଣିଗ୍ରାହୀ, ଏସବିଆଇ ସିଜିଏମ କୃଷ୍ଣମୋହନ ତ୍ରିବେଦୀ, ଜେନେରାଲ ମ୍ୟାନେଜର ପି.ଭି.ଏଲ.ଏସ ମୂର୍ତ୍ତି ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।