ସମ୍ୱଲପୁର: ସମ୍ୱଲପୁର ଜିଲ୍ଳା କୁଚିଣ୍ଡା ଥାନା ତବଲାକଟା ଗାଁରେ ମାଟି କାନ୍ଥ ଧସି ୨ଶିଶୁଙ୍କ ମୃତ୍ୟୁ ହୋଇଯାଇଛି। ସୋମବାର ସକାଳ ପ୍ରାୟ ୮ଟାବେଳେ ଦୁଇ ଶିଶୁ ତରଣୀ ପୃଷ୍ଠେ (୫) ଓ ରଞ୍ଜନ ସାହୁ(୮)ଖେଳୁଥିବା ବେଳେ ଲଗାଣ ବର୍ଷା ଯୋଗୁଁ ଅଚାନକ ମାଟିକାନ୍ଥ ଧସି ପଡ଼ିଥିଲା। କାନ୍ଥଟି ଶିଶୁଙ୍କ ଉପରେ ପଡ଼ି ରହିଥିବା ବେଳେ ଘଟଣା ସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ହୋଇଥିଲା। ଲୋକେ ଶିଶୁ ଦୁଇଜଣଙ୍କୁ କାନ୍ଥମାଟି ଭିତରୁ ବାହାର କରି କୁଚିଣ୍ଡା ଉପଖଣ୍ଡ ଡ଼ାକ୍ତରଖାନାକୁ ନେଇଥିଲେ। ଡ଼ାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବେଦାନ୍ତ ଜମି ଫେରାଇବା ପ୍ରସଙ୍ଗ: ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ କହିଲେ ମନ୍ତ୍ରୀ
ବେଦାନ୍ତ ଜମି ଫେରି ପାଇବା ବଦଳରେ କ୍ଷତିପୂରଣ ରାଶି ଫେରାଇବା ଅଦାଲତଙ୍କ ନିର୍ଦ୍ଦେଶ। ଯଦି ଲୋକେ ନିଜ ଜମି ଫେରିପାଇବା ଲାଗି କ୍ଷତିପୂରଣ ରାଶି ବାଧକ ସାଜେ ତେବେ ସରକାର ଏହା ଉପରେ ବିଚାର କରିବେ କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।
Miscellaneous
ରାଜଧାନୀରେ ୧୧୬ ବସ୍ତି ବାସିନ୍ଦାଙ୍କୁ ମିଳିଲା ଘର
ସମାବେଶକୁ ସମ୍ବୋଧିତ କରି ଡ. ମହାପାତ୍ର ବସ୍ତିବାସିନ୍ଦାଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି।
Crime
ଅଫିସ୍ରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଟଣାଓଟରା କଲେ ମହିଳା
ଜାତିଗତ ପ୍ରମାଣ ପତ୍ର ପାଇନଥିବାରୁ ସିଆର୍ପିଏଫ୍ ଚାକିରି ଆଶାୟୀଙ୍କ ଧୌର୍ଯ୍ୟର ବନ୍ଧ ଭାଙ୍ଗି ଯାଇଥିଲା। ଏହାଛଡ଼ା ନିଜ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।
Miscellaneous
ଜଗା ଜମି ଜାଲିଆତି: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ
ମାଟିତୋଟା ମୌଜାରେ ୧୦୯ଟି ରେଭିନ୍ୟୁ ପ୍ଲଟ ବେଆଇନ ଭାବେ ଜବରଦଖଲ ସହ ହସ୍ତାନ୍ତର ହୋଇଛି। ଯେଉଁମାନେ ଶ୍ରୀମନ୍ଦିର ଜମି ଅକ୍ତିଆର ବା ଏହି ଜମିରେ କୋଠା ନିର୍ମାଣ କରିଛନ୍ତି, ତାକୁ ଉଚ୍ଛେଦ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ।
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।