ସାଂଘାତିକ ଖରା, ଟଳି ପଡ଼ିଲା ହାତୀ!

ସମ୍ୱଲପୁର: ସମ୍ବଲପୁର ଜିଲ୍ଲା ରେଙ୍ଗାଲି ରେଞ୍ଜ ହଳଦୀଆମ୍ବ ବଗିଚା ନିକଟରୁ ଏକ ମାଈ ହାତୀର ମୃତଦେହ ଠାବ ହୋଇଛି। ମୃତ ହାତୀର ବୟସ ୧୦ରୁ ୧୫ ବର୍ଷ ମଧ୍ୟରେ ହୋଇଥିବା ଅନୁମାନ କରାଯାଉଛି। ଅଂଶୁଘାତରେ ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

elephant

Rakesh Mallick
  • Published: Sunday, 21 May 2017
  • , Updated: 21 May 2017, 08:41 AM IST

ସମ୍ୱଲପୁର: ସମ୍ବଲପୁର ଜିଲ୍ଲା ରେଙ୍ଗାଲି ରେଞ୍ଜ ହଳଦୀଆମ୍ବ ବଗିଚା ନିକଟରୁ ଏକ ମାଈ ହାତୀର ମୃତଦେହ ଠାବ ହୋଇଛି। ମୃତ ହାତୀର ବୟସ ୧୦ରୁ ୧୫ ବର୍ଷ ମଧ୍ୟରେ ହୋଇଥିବା ଅନୁମାନ କରାଯାଉଛି।

ଅଂଶୁଘାତରେ ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related story