ତୃତୀୟ ଦିନରେ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ
ସମ୍ୱଲପୁର:ସମ୍ୱଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୪ ଜଣ ଅଧ୍ୟାପକଙ୍କ ବଦଳି ପ୍ରତିବାଦରେ ଓ ନୂଆ ଅଧ୍ୟାପକଙ୍କ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଆଜି ତୃତୀୟ ଦିନରେ ପହଞ୍ଚିଛି।
ଆହୁରି ପଢ଼ନ୍ତୁ
ଛାତ୍ରଛାତ୍ରୀମାନେ ଆଜି ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି। ତୁରନ୍ତ ଅଧ୍ୟାପକ ପଦବୀ ପୂରଣ କରା ନ ଗଲେ ଆନ୍ଦୋଳନ ଜୋରଦାର୍ କରାଯିବ ବୋଲି ଛାତ୍ରଛାତ୍ରୀମାନେ ଚେତାବନୀ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।