ତୃତୀୟ ଦିନରେ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ

ସମ୍ୱଲପୁର:ସମ୍ୱଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୪ ଜଣ ଅଧ୍ୟାପକଙ୍କ ବଦଳି ପ୍ରତିବାଦରେ ଓ ନୂଆ ଅଧ୍ୟାପକଙ୍କ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଆଜି ତୃତୀୟ ଦିନରେ ପହଞ୍ଚିଛି। ଛାତ୍ରଛାତ୍ରୀମାନେ ଆଜି ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି। ତୁରନ୍ତ ଅଧ୍ୟାପକ ପଦବୀ ପୂରଣ କରା ନ ଗଲେ ଆନ୍ଦୋଳନ ଜୋରଦାର୍‌ କରାଯିବ ବୋଲି ଛାତ୍ରଛାତ୍ରୀମାନେ ଚେତାବନୀ ଦେଇଛନ୍ତି।

students

Rakesh Mallick
  • Published: Friday, 12 August 2016
  • , Updated: 12 August 2016, 04:10 PM IST

ସମ୍ୱଲପୁର:ସମ୍ୱଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୪ ଜଣ ଅଧ୍ୟାପକଙ୍କ ବଦଳି ପ୍ରତିବାଦରେ ଓ ନୂଆ ଅଧ୍ୟାପକଙ୍କ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଆଜି ତୃତୀୟ ଦିନରେ ପହଞ୍ଚିଛି।

ଛାତ୍ରଛାତ୍ରୀମାନେ ଆଜି ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି। ତୁରନ୍ତ ଅଧ୍ୟାପକ ପଦବୀ ପୂରଣ କରା ନ ଗଲେ ଆନ୍ଦୋଳନ ଜୋରଦାର୍‌ କରାଯିବ ବୋଲି ଛାତ୍ରଛାତ୍ରୀମାନେ ଚେତାବନୀ ଦେଇଛନ୍ତି।

Related story