କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ରାଜନଗର ବନଖଣ୍ଡ ଗହୀରମଥା ଅନ୍ତର୍ଗତ ନାସି-୨ରୁ ସମୁଦ୍ର ମୁହାଁ ହେବାର ଲାଗିଛନ୍ତି ବିରଳ ଅଲିଭ ରିଡଲେ କଇଁଛ ଛୁଆ। ଗତ ୨୭ ତାରିଖରୁ ବାଲିପଠାରୁ ସମୁଦ୍ର ଗର୍ଭକୁ ଫେରିବାରେ ଲାଗିଛନ୍ତି ଏହି କଇଁଛ ଛୁଆଁ ଗୁଡିକ। ବର୍ତ୍ତମାନ ସୁଦ୍ଧା ୩୦ରୁ ୪୦ ଲକ୍ଷ କଇଁଛ ଛୁଆ ଅଣ୍ଡାରୁ ବାହାରି ସମୁଦ୍ର ଭିତରକୁ ଚାଲିଯାଇଥିବା ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ। ସେ କହିଛନ୍ତିଯେ,ଏବର୍ଷ ମୋଟ ୪ ଲକ୍ଷ ୧୩ ହଜାର ୩ ଶହ ୩୪ଟି ବରିଳ ଅଲିଭ ରିଡଲେ କଇଁଛ ନାସ-୨ରେ ସମୂହ ଅଣ୍ଡାଦାନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।