ବାଲୁକା କଳା ମାଧ୍ୟମରେ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସୁଦର୍ଶନ

<p>ପୁରୀ: ଆଜି ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ବୈଜ୍ଞାନିକ ଏ.ପି.ଜେ. ଅବଦୁଲ କଲାମଙ୍କ ଜନ୍ମଦିନ। ତାଙ୍କର ୮୬ତମ ଜନ୍ମ ତଥି ଅବସରରେ ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ&nbsp; ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। କଲାମଙ୍କ ଉପରେ ହୋଇଥିବା ଏହି ବାଲୁକା କଳା ଦେଖିବାକୁ ବେଳାଭୂମିରେ ବହୁ ପର୍ଯ୍ୟଟକଙ୍କ ଭିଡ଼ ଜମିଛି।</p>

Ordigital Desk
  • Published: Sunday, 15 October 2017
  • Updated: 15 October 2017, 11:47 AM IST

Sports

Latest News

<p>ପୁରୀ: ଆଜି ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ବୈଜ୍ଞାନିକ ଏ.ପି.ଜେ. ଅବଦୁଲ କଲାମଙ୍କ ଜନ୍ମଦିନ। ତାଙ୍କର ୮୬ତମ ଜନ୍ମ ତଥି ଅବସରରେ ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ&nbsp; ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। କଲାମଙ୍କ ଉପରେ ହୋଇଥିବା ଏହି ବାଲୁକା କଳା ଦେଖିବାକୁ ବେଳାଭୂମିରେ ବହୁ ପର୍ଯ୍ୟଟକଙ୍କ ଭିଡ଼ ଜମିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos