Advertisment

ବାଲୁକା କଳା ମାଧ୍ୟମରେ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସୁଦର୍ଶନ

ପୁରୀ: ଆଜି ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ବୈଜ୍ଞାନିକ ଏ.ପି.ଜେ. ଅବଦୁଲ କଲାମଙ୍କ ଜନ୍ମଦିନ। ତାଙ୍କର ୮୬ତମ ଜନ୍ମ ତଥି ଅବସରରେ ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ  ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। କଲାମଙ୍କ ଉପରେ ହୋଇଥିବା ଏହି ବାଲୁକା କଳା ଦେଖିବାକୁ ବେଳାଭୂମିରେ ବହୁ ପର୍ଯ୍ୟଟକଙ୍କ ଭିଡ଼ ଜମିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe