ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ପୁରୀ: ଆଜି ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ବୈଜ୍ଞାନିକ ଏ.ପି.ଜେ. ଅବଦୁଲ କଲାମଙ୍କ ଜନ୍ମଦିନ। ତାଙ୍କର ୮୬ତମ ଜନ୍ମ ତଥି ଅବସରରେ ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। କଲାମଙ୍କ ଉପରେ ହୋଇଥିବା ଏହି ବାଲୁକା କଳା ଦେଖିବାକୁ ବେଳାଭୂମିରେ ବହୁ ପର୍ଯ୍ୟଟକଙ୍କ ଭିଡ଼ ଜମିଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।